କାର୍ଯ୍ୟଭାର ଗ୍ରହଣ କଲେ ଡିଜିପି | ୱାଇ.ବି. ଖୁରାନିଆଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା |
ଭୁବନେଶ୍ୱର: ଓଡ଼ିଶା ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ୱାଇ.ବି. ଖୁରାନିଆଙ୍କୁ ଆଜି ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ତାଙ୍କ କାର୍ଯ୍ୟକାଳରେ ଓଡ଼ିଶା ପୁଲିସରେ ଶୃଙ୍ଖଳା, ଦକ୍ଷତା ଓ ଜନସେବାକୁ ଗୁରୁତ୍ୱ ଦିଆଯାଇଥିଲା। ଅନ୍ୟପକ୍ଷରେ, ଅନ୍ତରୀଣ ଡିଜିପି ଭାବେ ବିନୟତୋଷ ମିଶ୍ର ଦାୟିତ୍ୱ ଗ୍ରହଣ କରିବେ। ସେ…
Read Moreଡିଜିପି: ସୁରକ୍ଷିତ, ସଶକ୍ତ ଓ ଆଧୁନିକ ଓଡ଼ିଶା ଗଠନ ଦିଗରେ ଓଡ଼ିଶା ପୋଲିସର ଉଲ୍ଲେଖନୀୟ ପଦକ୍ଷେପ | ଓଡିଶା ରାଜ୍ୟ ପୋଲିସ ମୁଖ୍ୟାଳୟ ||
ଭୁବନେଶ୍ୱର, : ଅଗଷ୍ଟ ୨୦୨୪ରୁ ଜୁଲାଇ ୨୦୨୬ ମଧ୍ୟରେ ଆଇନ-ଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ନକ୍ସଲ ଦମନ, ନିଶାଦ୍ରବ୍ୟ ବିରୋଧୀ ଅଭିଯାନ, ମହିଳା ଓ ଶିଶୁ ସୁରକ୍ଷା, ସାଇବର ଅପରାଧ ଦମନ, ଉପକୂଳ ସୁରକ୍ଷା, ଅପରାଧ ଦମନ, ଦୋଷୀ ସାବ୍ୟସ୍ତ ହାର ଏବଂ ପୋଲିସର ଆଧୁନିକୀକରଣ କ୍ଷେତ୍ରରେ ଓଡ଼ିଶା ପୋଲିସ ଅନେକ…
Read Moreକିଶୋର ନ୍ୟାୟ ବ୍ୟବସ୍ଥାର ଏକ ଦଶନ୍ଧିର କାର୍ଯ୍ୟାନ୍ୱୟନ ଓ ଆଗାମୀ କାର୍ଯ୍ୟପନ୍ଥା ନେଇ ଜିଲ୍ଲାସ୍ତରୀୟ ଆଲୋଚନାଚକ୍ର“ପ୍ରତ୍ୟେକ ଶିଶୁର କଥା ଶୁଣିବା, ସୁରକ୍ଷା ଓ ନ୍ୟାୟ ଦେବା ଏକ ସାମୂହିକ ଦାୟିତ୍ୱ”
କିଶୋର ନ୍ୟାୟ ବ୍ୟବସ୍ଥାର ଗତ ଏକ ଦଶନ୍ଧିର କାର୍ଯ୍ୟାନ୍ୱୟନ, ଉପଲବ୍ଧି ଓ ଆହ୍ୱାନ ସମୀକ୍ଷା କରିବା ସହ ଏହାକୁ ଆଗାମୀ ଦିନରେ ଅଧିକ ସୁଦୃଢ଼ ଓ ଶିଶୁ-ଅନୁକୂଳ କରିବା ନେଇ ଏକ ଜିଲ୍ଲାସ୍ତରୀୟ ଆଲୋଚନାଚକ୍ର ବ୍ରହ୍ମପୁର ସିଭିଲ୍ କୋର୍ଟ ପରିସରସ୍ଥିତ ଆଞ୍ଚଳିକ ନ୍ୟାୟିକ ଏକାଡେମୀଠାରେ ଆଜି ଅନୁଷ୍ଠିତ…
Read Moreପାଟଣା ବିଜେପି ପକ୍ଷରୁ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ
ପାଟଣା- ବିଜେପି ତରଫରୁ ମଣ୍ଡଳ ସଭାପତି ବ୍ରଜବନ୍ଧୁ ସେଠୀ ଙ୍କ ସଂଯୋଜନା ରେ ଆଜି ପାଟଣା ମୁଖ୍ୟାଳୟ ଠାରେ ହର ଘର ତ୍ରିରଙ୍ଗା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ଆନନ୍ଦେଶ୍ୱର ମନ୍ଦିର ରୁ ଏକ ବିରାଟ ଶୋଭାଯାତ୍ରା ବାହାରି ପାଟଣା ବଜାର ଦେଇ ବ୍ଲକ କାର୍ଯ୍ୟାଳୟ ଯାଏ ଯାଇଥିଲା।କାର୍ଯ୍ୟକ୍ରମ…
Read Moreନିର୍ବାଚନ ସାକ୍ଷରତା କ୍ଳବ କୁଇଜ୍ ପ୍ରତିଯୋଗିତା
ବ୍ରହ୍ମପୁର:- ବ୍ରହ୍ମପୁର ଉପଖଣ୍ଡ ନିର୍ବାଚ଼ନ ସାକ୍ଷରତା କ୍ଲବ ମାନଙ୍କ ମଧ୍ୟରେ ଏକ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି l ଉପ ଜିଲ୍ଲାପାଳ ଅବିନାଶ କୁମାର ଏବଂ ଡେପୁଟି କଲେକ୍ଟର (ନିର୍ବାଚନ) ସୁବ୍ରତ ରାମ ବିରାମ ଶତପଥିଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଉକ୍ତ ପ୍ରତିଯୋଗିତାରେ ବ୍ରହ୍ମପୁର ଉପଖଣ୍ଡର ୧୩ଟି…
Read More