ପୁରୁଣାପଡ଼ାରେ ଭକ୍ତିମୟ ପରିବେଶରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ: ଭବାନୀପାଟଣା
ଭବାନୀପାଟଣା ସହରର ପୁରୁଣାପଡ଼ାସ୍ଥିତ ଶ୍ରୀଶ୍ରୀ ରାଧାକୃଷ୍ଣ ମନ୍ଦିର ପରିସରରେ ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଶୁକ୍ରବାର ଭକ୍ତିମୟ ପରିବେଶରେ ପାଳିତ ହୋଇଯାଇଛି। ଭୋରୁ ଆରମ୍ଭ ହୋଇ ରାତି ପର୍ଯ୍ୟନ୍ତ ମନ୍ଦିର ପରିସରରେ ବିଭିନ୍ନ ପୂଜାର୍ଚ୍ଚନା ଓ ଧାର୍ମିକ କାର୍ଯ୍ୟକ୍ରମ ଚାଲିଥିଲା।ଏହି ଅବସରରେ ଶ୍ରୀ…
Read Moreନବନିଯୁକ୍ତ ସବ୍-ଇନ୍ସପେକ୍ଟରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁମନ୍ତ୍ର: ନିଯୁକ୍ତି ପାଇଲେ ୩୩୬ ସବ୍-ଇନ୍ସପେକ୍ଟର
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀରେ ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରଙ୍କ ଦୀକ୍ଷାନ୍ତ ସମାରୋହ ଆଜି ଅନୁଷ୍ଠିତ ହୋଇଛି। ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଦୁଇ ବର୍ଷର କଠୋର ପ୍ରଶିକ୍ଷଣ ସମ୍ପୂର୍ଣ୍ଣ କରିଥିବା ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା…
Read MoreCold Drinks ରେ ମଦ ମିଶାଇ ମହିଳାଙ୍କୁ ଗଣଦୁଷ୍କର୍ମ : ସୁକିନ୍ଦା
ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଇଲାକାର ଜଣେ ମହିଳାଙ୍କୁ ଗଣ ଦୁଷ୍କର୍ମ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ମହିଳାଙ୍କ ଅସହାୟତା ସୁଯୋଗରେ ଜଣେ ପୂର୍ବ ପରିଚିତ ସହକର୍ମୀ ଓ ତା’ ସହଯୋଗୀ ଯୋଜନାବଦ୍ଧ ଭାବେ ବଡ଼ଚଣା ଥାନା ଚଣ୍ଡିଖୋଲ-ମହାବିନାୟକ ରାସ୍ତା କଡ଼ରେ ଥିବା ଏକ ପରିତ୍ୟକ୍ତ ଡାକ ବଙ୍ଗଳାରେ, ଏହି…
Read Moreକଳାହାଣ୍ଡିର ୧.୬୮ ଲକ୍ଷ ଚାଷୀଙ୍କୁ CM କିସାନ ସହାୟତା, ଭୂମିହୀନ କୃଷକ ପରିବାର ଉପକୃତ ||
ଭବାନୀପାଟଣା: ରାଜ୍ୟ ସରକାରଙ୍କ ସିଏମ୍ କିସାନ ଯୋଜନା ଅଧୀନରେ ଜିଲ୍ଲାର ୧,୬୮,୮୬୨ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ସମେତ ୯୮୮ ଜଣ ଭୂମିହୀନ କୃଷକ ପରିବାରଙ୍କ ଖାତାକୁ ମୋଟ ୩୩ କୋଟି ୮୨ ଲକ୍ଷ ୧୮ ହଜାର ଟଙ୍କାର ସହାୟତା ରାଶି ପ୍ରତ୍ୟକ୍ଷ ଭାବେ ପ୍ରଦାନ କରାଯାଇଛି।ଏହି ଅବସରରେ ଆୟୋଜିତ ଜିଲ୍ଲାସ୍ତରୀୟ…
Read Moreକଳାହାଣ୍ଡିରେ ସ୍ୱାସ୍ଥ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ : ଶୂନ୍ୟପଦ ପୂରଣ, ମାତୃ-ଶିଶୁ ମୃତ୍ୟୁହାର ହ୍ରାସ ଓ ଦୂରଦୁରାନ୍ତରେ ସ୍ୱାସ୍ଥ୍ୟସେବା ପହଞ୍ଚାଇବାକୁ ଗୁରୁତ୍ୱ ||
ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ଭବାନୀପାଟଣାରେ କଳାହାଣ୍ଡି ଜିଲ୍ଲାର ସ୍ୱାସ୍ଥ୍ୟସେବା ଓ ବିଭିନ୍ନ ଜନସ୍ୱାସ୍ଥ୍ୟ କାର୍ଯ୍ୟକ୍ରମର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ସିଏମ୍ କିସାନ କାର୍ଯ୍ୟକ୍ରମ ଅବସରରେ ଆୟୋଜିତ ସମୀକ୍ଷା ବୈଠକରେ ମାତୃ…
Read Moreସରକାର ଜାରି କଲେ ନୂଆ ଗାଇଡ୍ ଲାଇନ୍, ଛାତ୍ରଛାତ୍ରୀଙ୍କୁ ମିଳିବ ତୁରନ୍ତ ସହାୟତା: ମୁଖ୍ୟମନ୍ତୀ
ଛାତ୍ରଛାତ୍ରୀଙ୍କ ଦୁର୍ଘଟଣାଜନିତ ମୃତ୍ୟୁ କିମ୍ବା ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ଆର୍ଥିକ ସହାୟତା ପ୍ରଦାନ ନେଇ ଓଡ଼ିଶା ସରକାର ନୂଆ ଗାଇଡ୍ଲାଇନ୍ ଜାରି କରିଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସେପ୍ଟେମ୍ବର ୩, ୨୦୨୬ରେ Ex-Gratia ଅନୁଦାନ ପ୍ରଦାନ ନେଇ ଏହି ନୂଆ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଏହା…
Read Moreବହୁ ଚର୍ଚ୍ଚିତ ନର୍ଲାରେ ଡକାୟତି ମାମଲା: ୭ ଅଭିଯୁକ୍ତ କୋର୍ଟ ଚାଲାଣ,୩ ଅଭିଯୁକ୍ତ ଫେରାର ||
ଭବାନୀପାଟଣାର ବ୍ୟବସାୟୀ ଘନଶ୍ୟାମ ଅଗ୍ରୱାଲଙ୍କ ଟଙ୍କା ଲୁଟ୍ ମାମଲାରେ ନର୍ଲା ପୋଲିସକୁ ବଡ଼ ସଫଳତା ମିଳିଛି। ମାମଲାରେ ସମ୍ପୃକ୍ତ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ ବୁଧବାର କୋର୍ଟ ଚାଲାଣ କରିଛି।ସୂଚନା ଅନୁସାରେ, ଗତ ଅଗଷ୍ଟ ୧୨ ତାରିଖରେ ନର୍ଲା ଥାନା ଅନ୍ତର୍ଗତ ଚିପୁଲ ନର୍ସରୀ ନିକଟରେ ଘନଶ୍ୟାମ…
Read Moreକବି ତଥା ବରିଷ୍ଠ ସାମ୍ବାଦିକ କାର୍ତ୍ତିକେଶ୍ୱର ନନ୍ଦଙ୍କୁ ଜାତୀୟ ପୁରସ୍କାର !
ବରିଷ୍ଠ ସାମ୍ବାଦିକ ତଥା ପ୍ରତିଷ୍ଠିତ କବି କାର୍ତ୍ତିକେଶ୍ୱର ନନ୍ଦଙ୍କୁ ସାହିତ୍ୟ ଓ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ‘India Individual Literature Excellence Award-2026’ରେ ସମ୍ମାନିତ କରାଯାଇଛି। ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ସଦନ, ଜୟଦେବ ଭବନଠାରେ ହ୍ୟାପି ମୁମେଣ୍ଟ ଇଣ୍ଡିଆ…
Read Moreକୁଡ଼ୁମୀଙ୍କୁ ଆଦିବାସୀ ମାନ୍ୟତା ଦାବି: ରାଇରଙ୍ଗପୁରରେ ବିଶାଳ ଶୋଭାଯାତ୍ରା:ରାଇରଙ୍ଗପୁର
କୁଡ଼ୁମୀ ସମ୍ପ୍ରଦାୟକୁ ଅନୁସୂଚିତ ଜନଜାତି (ଏସ୍ଟି) ତାଲିକାରେ ପୁନଃ ସାମିଲ କରିବା ଦାବିରେ ରାଇରଙ୍ଗପୁର ସହରରେ ଏକ ବିଶାଳ ଜନସଚେତନତା ମୂଳକ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଆଗାମୀ ସେପ୍ଟେମ୍ବର ୬ ତାରିଖକୁ ‘କଳା ଦିବସ’ ଭାବେ ପାଳନ କରିବା ଉଦ୍ଦେଶ୍ୟରେ ଲୋକଙ୍କୁ ଏକତ୍ରିତ କରିବା ପାଇଁ ଏହି…
Read More