ଭାରତୀୟ ସେନାକୁ ରାଖୀ ପଠାଇଲେ ସ୍କୁଲର ଛାତ୍ରଛାତ୍ରୀ: ଭବାନୀପାଟଣା ||
ପବିତ୍ର ରକ୍ଷାବନ୍ଧନ ଅବସରରେ ଦେଶର ସୀମାରେ ନିୟୋଜିତ ବୀର ଯବାନମାନଙ୍କୁ ରାଖୀ ପଠାଇ ଦେଶପ୍ରେମର ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଭବାନୀପାଟଣା ସ୍ଥିତ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲର ଛାତ୍ରଛାତ୍ରୀ। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଦେଶର ସୁରକ୍ଷାରେ ନିୟୋଜିତ…
Read Moreମଦନପୁର ରାମପୁରରେ ୧୬୨ କେଜି ଗଞ୍ଜେଇ ଜବତ, ଦୁଇ ଗିରଫ : କଳାହାଣ୍ଡି
କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ପୁଲିସ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉରେ ୧୬୨ କେଜି ଗଞ୍ଜେଇ ଜବତ ହୋଇଛି। ଏହି ଘଟଣାରେ ଦୁଇଜଣଙ୍କୁ ଗିରଫ କରି ପୁଲିସ କୋର୍ଟ ଚାଲାଣ କରିଛି। ରଜାମୁଣ୍ଡା ନିକଟରେ ୫୯ ନମ୍ବର ଜାତୀୟ ରାଜପଥରୁ ଏକ ଗଞ୍ଜେଇ ବୋଝେଇ କାର ଜବତ କରାଯାଇଛି।ଘଟଣାରେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ…
Read Moreମୟୂରଭଞ୍ଜ ଅବକାରୀ ଅଧିକାରୀଙ୍କ ଉପରେ ମଦ ଆଫିଆଙ୍କ ଅତର୍କିତ ଆକ୍ରମଣ : କରଞ୍ଜିଆ
ସ୍ପଷ୍ଠ ଦିବାଲୋକ ରେ ମଦମାଫିଆ ଙ୍କ ଆତଙ୍କ | ଜାତୀୟ ରାଜପଥ ରେ କରଞ୍ଜିଆ ଅବକାରୀ ବିଭାଗର OICଙ୍କ ଉପରେ ମଦମାଫିଆଙ୍କ ଅତର୍କିତ ଆକ୍ରମଣ କରଞ୍ଜିଆ ଅଞ୍ଚଳରେ ବେଶ ଚର୍ଚା ର ବିଷୟ ପାଲୋଟି ଯାଇଛି | ସୋସିଆଲ ମିଡିଆ ରେ ଘୁରି ବୁଲୁଛି ଏହି ଆକ୍ରମଣର ଲାଇଭ ଭିଡିଓ | ସୂଚନା ଅନୁସାରେ ଦୁର୍ବୁତ୍ତଙ୍କୁ କାବୁ କରିବାରେ…
Read Moreଖଲ୍ଲିକୋଟ ଏକକ ବିଶ୍ବିଦ୍ୟାଳୟରେ ଶକ୍ତିଶ୍ରୀ କାର୍ଯ୍ଯକ୍ରମ ଉଦଯାପିତ
ଖଲ୍ଲିକୋଟ ଏକକ ବିଶ୍ବବିଦ୍ୟାଳୟର ଶକ୍ତିଶ୍ରୀ ସେଲ ଆନୁକୂଲ୍ୟରେ ଛାତ୍ରୀମାନଙ୍କର ଆତ୍ମସୁରକ୍ଷା କାର୍ଯ୍ୟକ୍ରମର ଉଦଯାପନୀ ପର୍ବ ଅନୁଷ୍ଠିତ ହୋଇଯାଇଛି l ଦୀର୍ଘ ଏକ ସପ୍ତାହ ଧରି ଚାଲିଥିବା ଏହି ଆତ୍ମସୁରକ୍ଷା କାର୍ଯ୍ୟକ୍ରମରେ ଝାନ୍ସୀରାଣୀ କରାଟେ ଏକାଡେମୀର ପ୍ରଶିକ୍ଷକ କରାଟେ ବ୍ଲାକବେଲ୍ଟ ଶ୍ରୀ ପିମ୍ପୁନା…
Read Moreମୟୂରଭଞ୍ଜ ପ୍ରତିଭା ଚର୍ଚ୍ଚିତଙ୍କ ଚର୍ଚ୍ଚା : N.P.C.I.L.ରେ ଯୁବ ବୈଜ୍ଞାନିକ ଭାବେ ଯୋଗଦାନ
ବାରିପଦା: ଖଡ଼ଗପୁର IITରେ ଅଧ୍ୟୟନରତ ଥିବା ବାରିପଦାର ଯୁବପ୍ରତିଭା ଚର୍ଚ୍ଚିତ କବି ଶତପଥୀ, ସର୍ବଭାରତୀୟ ପ୍ରତିଦ୍ବନ୍ଦିତାରେ ସାଫଳ ହୋଇ ଭାରତ ସରକାରଙ୍କ ପରମାଣୁ ଶକ୍ତି ବିଭାଗ ଅଧୀନସ୍ଥ “ନ୍ୟୁକ୍ଳିଅର ପାୱାର କର୍ପୋରେସନ ଅଫ୍ ଇଣ୍ଡିଆ” (ଏନ୍.ପି.ସି.ଆଇ.ଏଲ୍.) ରେ ଯୁବ ବୈଜ୍ଞାନିକ (ଗ୍ରୁପ୍-ଏ)…
Read Moreଫାଇନାନ୍ସ କମ୍ପାନୀ ଖୋଲି, ଗ୍ରହକଙ୍କୁ ନାଟକ ଦେଖାଉଥିବା ଠକ ଗିରଫ: ଝାରସୁଗୁଡ଼ା
ଫାଇନାନ୍ସ କମ୍ପାନୀ ଖୋଲି ବ୍ୟବସାୟୀଙ୍କଠାରୁ ଟଙ୍କା ଆଦାୟ କରିବା ପରେ ତାହା ଲୁଟ୍ ହୋଇଯାଇଥିବାର ମିଛ ନାଟକ କରିଥିବା ଏକ ଗୋଷ୍ଠୀର ପର୍ଦ୍ଦାଫାସ କରିଛି ଝାରସୁଗୁଡ଼ା ପୋଲିସ। ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୪ ଜଣଙ୍କୁ ଗିରଫ କରାଯାଇଥିବାବେଳେ ମାଟି ତଳେ ପୋତା ଯାଇଥିବା ୪ ଲକ୍ଷ ୮୯ ହଜାର ଟଙ୍କା ଜବତ…
Read Moreସ୍ତ୍ରୀକୁ ପୁଣି ଫେରି ପାଇବା ଲାଳଶା ରେ ଯୁବକଙ୍କୁ ବଳି : ତନ୍ତ୍ର ସାଧନା ର ବିକଟାଳ ରୂପ !
ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ବଗଡ଼ା ଗାଁ ଇନ୍ଦିରା ଗାନ୍ଧୀ ହାଇସ୍କୁଲ ନିକଟରେ ବୁଧବାର ରାତିରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି। ତୁଷୁରା ଥାନା ଅଧୀନ ଟେପ୍ରାମୁଣ୍ଡା ଗାଁର ସନ୍ତୋଷ ଖରସେଲ (୪୦)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ତାଙ୍କ ମୁଣ୍ଡଗଣ୍ଡି ଅଲଗା କରି ଫିଙ୍ଗି ଦିଆଯାଇଛି। ପୁଲିସର…
Read Moreମରାମତି ନାଁରେ ବିଭ୍ରାଟ: ଲଗାଣ ବର୍ଷା କାଳରେ ରାସ୍ତା ଉପରେ ମାଟି ପକାଇ ସ୍ଥିତି କଲେ ସଙ୍ଗିନ୍ !!
ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ ସଦର ମହକୁମା ଷଣ୍ଢପଥର ସ୍ଥିତ ୫୩ ନମ୍ବର ଜାତୀୟ ରାଜପଥ ରୁ ଦୋରୋବାହାଲ ପଡ଼ା ଦେଇ ଛେମୁଣ୍ଡା କୁ ଯାଇଥିବା ମୁଖ୍ୟ ରାସ୍ତାରେ ମାଟି ପକାଇ ପୂର୍ବ ସ୍ଥିତି କୁ ସଙ୍ଗିନ୍ କରିଥିବା ଅଭିଯୋଗ । ଖରାପ ଥିବା ଏହି ରାସ୍ତା ଉପରେ ପଞ୍ଚାୟତ ୱାର୍ଡ ସଭ୍ୟଙ୍କ ଦ୍ୱାରା ଅପରିକଳ୍ପିତ ଭାବେ…
Read Moreପୁଅର ଶେଷକୃତ୍ୟ ସମ୍ପର୍ଣ୍ଣ ପରେ ପରେ ମା’ଙ୍କ ମୃତ୍ୟୁ ! କେନ୍ଦୁଝରରେ ଶୋକର ଛାୟା !!
କେନ୍ଦୁଝର(KMP): କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ କଣ୍ଟିଆପଡ଼ା ଗାଁରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପୁଅର ମୃତ୍ୟୁର ଦୁଃଖ ସହିନପାରି ମା’ଙ୍କର ମଧ୍ୟ ମୃତ୍ୟୁ ହୋଇଛି। ମୃତକ ହେଲେ ଦାମୋଦର ମହାକୁଡ଼ ଓ ତାଙ୍କ ମା’ ମରୁଆ ମହାକୁଡ଼। ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସୂଚନା ଅନୁସାରେ,…
Read Moreଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ପୁଣି ଲଗାଣ ବର୍ଷାର ଆଶଙ୍କା ! ୨୩ରୁ ୨୫ ପ୍ରବଳ ବର୍ଷା ସମ୍ଭାବନା !
ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ, ଆଜି ଠାରୁ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ଏବଂ ଲଗାଣ ବର୍ଷା ହୋଇପାରେ। କେନ୍ଦୁଝର, କଳାହାଣ୍ଡି, ମୟୂରଭଞ୍ଜ ଓ ନବରଙ୍ଗପୁରର ଗୋଟିଏ-ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ୨୩ ତାରିଖରେ ମଧ୍ୟ ଅନେକ ସ୍ଥାନରେ ବର୍ଷା ହେବା…
Read More