ସ୍ପଷ୍ଠ ଦିବାଲୋକ ରେ ମଦମାଫିଆ ଙ୍କ ଆତଙ୍କ | ଜାତୀୟ ରାଜପଥ ରେ କରଞ୍ଜିଆ ଅବକାରୀ ବିଭାଗର OICଙ୍କ ଉପରେ ମଦମାଫିଆଙ୍କ ଅତର୍କିତ ଆକ୍ରମଣ କରଞ୍ଜିଆ ଅଞ୍ଚଳରେ ବେଶ ଚର୍ଚା ର ବିଷୟ ପାଲୋଟି ଯାଇଛି | ସୋସିଆଲ ମିଡିଆ ରେ ଘୁରି ବୁଲୁଛି ଏହି ଆକ୍ରମଣର ଲାଇଭ ଭିଡିଓ | ସୂଚନା ଅନୁସାରେ ଦୁର୍ବୁତ୍ତଙ୍କୁ କାବୁ କରିବାରେ ସଫଳ ହୋଇଛି ମୟୂରଭଞ୍ଜ ପୋଲିସ | ଗିରଫଦାରୀ ଚାଲୁ ରହିଥିବା ବେଳେ, ବିଭିନ୍ନ ଇଲାକାରେ ଚଢାଉ ମଧ୍ୟ ଜାରି ରହିଛି |