ମୟୁରଭଞ୍ଜଓଡିଶାଭାରତରାଜ୍ୟ BIG BREAKING:-ନିଖୋଜ “କୁଳସୁମ” ସୁରକ୍ଷିତ, ପିତାଙ୍କ ସହିତ ଫୋନ ଯୋଗେ ହେଲା ଯୋଗାଯୋଗ ! By admin August 27, 2026 1 Min Read 0 ସୋସିଆଲ ମିଡିଆର ବହୁମୂଖୀ ପ୍ରତିଭା କୁଲସୁମ_ନିଗାର, ଆଜି ଏବେ ଏବେ ନିଜ ପରିବାର ସହିତ ସମ୍ପର୍କ ସ୍ଥାପନ କରିଛନ୍ତି | ସେ ସୁରକ୍ଷିତ ଥିବା ସୂଚନା ତାଙ୍କ ପିତା ଫକୀରା ଭାଇ ଜଣାଇଛନ୍ତି ! ନେପାଳ-ତିବ୍ବତ ସୀମାଞ୍ଚଳରେ ଘଟିଥିବା ଭୟଙ୍କର ଫ୍ଲାଶ୍ ଫ୍ଲଡ୍ରେ ଓଡ଼ିଶାର କୁଲସୁମ ନିଖୋଜ ଥିଲେ । 👍 ❤️ 😆 😮 😢 Tags: BaripadaMayurbhanjNepal TragedyOdisha News