ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟର ବାଣିଜ୍ୟ ବିଭାଗ ଛାତ୍ରଛାତ୍ରୀଙ୍କ ସଫଳତା:ବ୍ରହ୍ମପୁର
ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟର ବାଣିଜ୍ୟ ବିଭାଗ ଛାତ୍ରଛାତ୍ରୀ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି l ଗ୍ଲୋବାଲ ଫାଇନାନ୍ସ ଟେକ୍ନୋଲୋଜି ନେଟୱର୍କ ( GFTN ) ଦ୍ୱାରା ପରିଚାଳିତ ପରୀକ୍ଷାରେ ବିଶ୍ୱବିଦ୍ୟାଳୟର ପାଞ୍ଚ ଜଣ ଛାତ୍ରଛାତ୍ରୀ କୃତିତ୍ୱ ହାସଲ କରିଛନ୍ତି l ‘ ଭାରତ ନେତ୍ର ‘ ଯୋଜନା…
Read Moreବାରିପଦା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ପ୍ରାଥମିକ ଚିକିତ୍ସା ପ୍ରଶିକ୍ଷଣ ଶିବିର : ମୟୂରଭଞ୍ଜ ||
ବାରିପଦା ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କର ଏକ ଅଭିନବ ପ୍ରୟାସ ଦ୍ବାରା ପ୍ରଥମ କରି ବାରିପଦା ବ୍ଲକର ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ବିଦ୍ୟାଳୟମାନଙ୍କରେ ପିଲାମାନଙ୍କର ସୁରକ୍ଷା ଓ ନିରାପତ୍ତାକୁ ଆଖି ଆଗରେ ଦୃଷ୍ଟିକୁ ରଖି ଏକ ଦିନିଆ ପ୍ରଶିକ୍ଷଣ ଶିବିର ଲେଡି ହାମିଲଟନ ଉଚ୍ଚ ବିଦ୍ୟାଳୟରେ…
Read Moreପୋଲିସ ମହାନିର୍ଦ୍ଦେଶକ ଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ : ରାଜ୍ୟ ପୋଲିସ ମୁଖ୍ୟାଳୟ, ଭୁବନେଶ୍ବର ||
ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ସମସ୍ତ ରେଞ୍ଜର ଆଇଜି/ଡିଆଇଜି…
Read Moreଓଡିଆ ସଙ୍ଗୀତ ଜଗତର ପିତାମହ ‘ପ୍ରଣବ ପଟ୍ଟନାୟକ’ ଆଉ ନାହାନ୍ତି : KMP LIVEର ବିନମ୍ର ଶ୍ରଦ୍ଧାଞ୍ଜଳି।
ଭୁବନେଶ୍ୱର: ଓଡ଼ିଆ ସଙ୍ଗୀତ ଜଗତରେ ଖେଳିଗଲା ଶୋକର ଛାୟା। ଲିଭିଗଲା ଆଉ ଏକ ସୁରିଲା ଅଧ୍ୟାୟ। ଓଡ଼ିଶାର ବିଶିଷ୍ଟ କଣ୍ଠଶିଳ୍ପୀ ତଥା ଲୋକପ୍ରିୟ ପ୍ଲେବ୍ୟାକ୍ ସିଙ୍ଗର ପ୍ରଣବ ପଟ୍ଟନାୟକ ଆଉ ନାହାନ୍ତି। ୮୮ ବର୍ଷ ବୟସରେ ଶୁକ୍ରବାର ତାଙ୍କର ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରରେ ସେ ଶେଷ ନିଶ୍ୱାସ…
Read Moreଜମି ପଟ୍ଟା ପ୍ରଦାନ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ ଡଃ ପ୍ରଦୀପ କୁମାର ପାଣିଗ୍ରାହୀ ||
ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋପାଳପୁର ବିଧାନସଭା କ୍ଷେତ୍ରର ରଙ୍ଗେଇଲୁଣ୍ଡା ବ୍ଲକ, କମଳାପୁର ପଞ୍ଚାୟତ ଅଧୀନସ୍ଥ ନୂଆ କମଳାପୁର ଗ୍ରାମବାସୀଙ୍କ ଦୀର୍ଘ ଦିନର ଜମି ପଟ୍ଟା ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ରାଜ୍ୟର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ଦୃଷ୍ଟି ଆକର୍ଷଣ…
Read Moreବିଦ୍ୟାଳୟ ଗୁଡ଼ିକରେ ଜିଲ୍ଲାସ୍ତରୀୟ ମନିଟରିଂ: ଶିକ୍ଷାଦାନର ଗୁଣବତ୍ତା ଓ ସ୍ୱଚ୍ଛ ଶିକ୍ଷା ପରିବେଶ ଉପରେ ଗୁରୁତ୍ୱ ||
ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷାଦାନର ଗୁଣବତ୍ତା, ଶିକ୍ଷା ପରିବେଶ ଓ ଛାତ୍ରଛାତ୍ରୀଙ୍କ ଶିକ୍ଷାଗତ ଉନ୍ନତିର ସ୍ଥିତି ଅନୁଧ୍ୟାନ ନିମନ୍ତେ ଆଜି ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ସେଠୀ ଏବଂ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ (ଯୋଜନା) ଶ୍ରୀ ଶଶୀଧର ସିଂ ମିଳିତ ଭାବେ ବିଭିନ୍ନ…
Read Moreଗଞ୍ଜାମ ଗସ୍ତରେ ବିଧାନସଭାର ଗୃହ କମିଟିବିଭିନ୍ନ ଉନ୍ନୟନ ପ୍ରକଳ୍ପ ଓ ଜନସ୍ୱାର୍ଥ ପ୍ରସଙ୍ଗର ସମୀକ୍ଷା ||
ଓଡ଼ିଶା ବିଧାନସଭାର ଗୃହ କମିଟି (ସବମିଶନ) ବିଧାୟକ ଲକ୍ଷ୍ମଣ ବାଗଙ୍କ ନେତୃତ୍ୱରେ ଗଞ୍ଜାମ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସ୍ଥିତି, କାର୍ଯ୍ୟ ଅଗ୍ରଗତି ଏବଂ ଜନସ୍ୱାର୍ଥ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗର ସମୀକ୍ଷା କରିଛନ୍ତି। କମିଟିର ସଦସ୍ୟ ଆସିକା ବିଧାୟକ ସରୋଜ ପାଢ଼ୀ, ମୋହନା ବିଧାୟକ…
Read More୫ ବର୍ଷ ହେଲା ଅନ୍ଧାରରେ ୫୩ ଆଦିବାସୀ ପରିବାର: କର୍କାମସ୍କା ଗାଁ, ଲାଞ୍ଜିଗଡ଼ ||
କଳାହାଣ୍ଡି ଜିଲ୍ଲାର ଏକ ଆଦିବାସୀ ଗାଁ, ନାମ କର୍କାମସ୍କା | ଉକ୍ତ ଗାଁ ଟି ଆଜିର GenZ ପ୍ରାଧାନ୍ଯ ଯୁଗରେ, ମୌଳିକ ସୁବିଧା ଠାରୁ ସାତ କୋଷ ଦୂରରେ। ବିଦ୍ୟୁତ୍, ପାନୀୟ ଜଳ, ଶିକ୍ଷା, ଯାତାୟାତ ଓ ସ୍ୱାସ୍ଥ୍ୟସେବା ଭଳି ମୌଳିକ ସୁବିଧାରୁ ବଞ୍ଚିତ ହୋଇ ଦୁର୍ଦ୍ଦଶାରେ ଜୀବନ କାଟୁଛନ୍ତି ଲାଞ୍ଜିଗଡ଼ ବ୍ଲକ…
Read Moreବାରିପଦାରେ ଓରମାସ୍ ରାଖି ଷ୍ଟଲ୍ ଉଦ୍ଘାଟିତ: ମହିଳା କାରିଗରଙ୍କ ଆୟ ଓ ଆତ୍ମନିର୍ଭରତା ବୃଦ୍ଧି ଉପରେ ଗୁରୁତ୍ୱ ||
ବାରିପଦାସ୍ଥିତ ବୟନିକା ବିକ୍ରୟ ଷ୍ଟୋର ‘ମୟୂର ଶିଳ୍ପ’ ପରିସରରେ ଆଜି ‘ରାଖି ଷ୍ଟଲ୍–୨୦୨୬’ ଉଦ୍ଘାଟିତ ହୋଇଛି। ଅତିରିକ୍ତ ଜିଲ୍ଲାପାଳ ମୟୂରଭଞ୍ଜ ଦୁଃଖବନ୍ଧୁ ନାୟକ ଏହି ଷ୍ଟଲ୍ର ଉଦ୍ଘାଟନ କରିଥିଲେ । ମୟୂରଭଞ୍ଜର ସ୍ଥାନୀୟ କାରିଗରମାନଙ୍କ ହସ୍ତନିର୍ମିତ ଓ ପରିବେଶ ଅନୁକୂଳ ରାଖିକୁ ବ୍ୟାପକ ବଜାର ସୁଯୋଗ…
Read Moreସାମଗ୍ରିକ ବିଦ୍ୟାଳୟ ବିକାଶ ଯୋଜନା ଆଧାରିତ କର୍ମଶାଳା “ପ୍ରଗତି” ଅନୁଷ୍ଠିତ : ରରୁଆଁ, ମୟୂରଭଞ୍ଜ
ସରକାରୀ ଉଚ୍ଚ ବିଦ୍ୟାଳୟ, ରରୁଆଁରେ ପ୍ରଧାନଶିକ୍ଷକଙ୍କ ବୃତ୍ତିଗତ ବିକାଶ ନିମନ୍ତେ ତ୍ରି-ଦିବସୀୟ ସାମଗ୍ରିକ ବିଦ୍ୟାଳୟ ବିକାଶ ଯୋଜନା ଆଧାରିତ କର୍ମଶାଳା “ପ୍ରଗତି” ଅନୁଷ୍ଠିତ ହୋଇଯାଇଛି | ଏଥିରେ ରରୁଆଁ ବ୍ଲକର ୪୮ ଜଣ ପ୍ରାଥମିକ ବିଦ୍ୟାଳୟ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ…
Read More