ସୋସିଆଲ ମିଡିଆର ବହୁମୂଖୀ ପ୍ରତିଭା “କୁଲସୁମ” ନିଖୋଜ : ବାରିପଦା
ନେପାଳ-ତିବ୍ବତ ସୀମାଞ୍ଚଳରେ ଘଟିଥିବା ଭୟଙ୍କର ଫ୍ଲାଶ୍ ଫ୍ଲଡ୍ରେ ଓଡ଼ିଶାର ଆଉ ଜଣେ ଯୁବତୀ ନିଖୋଜ ହୋଇଥିବା ସୂଚନା ମିଳିଛି। ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରର ୨୦ ବର୍ଷିୟା କୁଲସୁମ ନିଗାର ଏହି ପ୍ରାକୃତିକ ବିପର୍ଯ୍ୟୟରେ ନିଖୋଜ ହୋଇଯାଇଛନ୍ତି। ତାଙ୍କ ପରିବାର ଓ ସ୍ଥାନୀୟ ଅଞ୍ଚଳରେ ଗଭୀର ଶୋକ ଓ ଚିନ୍ତା ଛାଇ…
Read Moreବାରିପଦାର ସର୍ବ ପୁରାତନ ସାଂସ୍କୃତିକ ଅନୁଷ୍ଠାନ “କୁମାର ଉତ୍ସବ କମିଟି” ର ବୈଠକ ଅନୁଷ୍ଠିତ ||
ସଂସ୍କୃତିର ସହର ବାରିପଦାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ କୁମାର ଉତ୍ସବ କମିଟି ତରଫରୁ ୨୦୨୬ କୁମାର ଉତ୍ସବ ପାଳନ କରାଯିବା ପାଇଁ ଆଜି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ଅଗ୍ରଣୀ ସଙ୍ଗୀତ କଳାକାର ମାନଙ୍କ ଦ୍ଵାରା ଚଳିତ ବର୍ଷ କୁମାର ଉତ୍ସବ ମହା ଆଡମ୍ବରରେ ପାଳନ କରାଯିବା ପାଈଁ ନିଷ୍ପତ୍ତି…
Read MoreMMDR ଆଇନ୍-୨୦୨୬ ରଦ୍ଦ ଦାବିରେ ବିକ୍ଷୋଭ: ବାରିପଦା
ମାନ୍ୟବର ସୁପ୍ରିମକୋର୍ଟଙ୍କ ୯ ଜଣିଆ ଡିଭିଜନ ବେଞ୍ଚଙ୍କ ଜୁଲାଇ ୨୦୨୪ ନିର୍ଦେଶ ଅନୁସାରେ ଓଡ଼ିଶାକୁ ପିଛିଲା ଖଣିଜ ଟିକସ ରୁ ଅନ୍ୟୁନ ୧ ଲକ୍ଷ ୧୦ ହଜାର କୋଟି ଟଙ୍କା ଓ ଆଗକୁ ମିଳିବାକୁ ଥିବା ବାର୍ଷିକ ଅନ୍ୟୁନ ୧୨ ହଜାର କୋଟି ଟଙ୍କାର ଟିକସ ନିର୍ଦେଶକୁ ଅକାମୀ କରି ଲୁଟ୍ କରିବା ପାଇଁ ଏ କଳା ଆଇନ୍ ର ବ୍ୟବସ୍ଥା…
Read Moreଦେଶ ପାଇଁ ଚୀନରେ ଖେଳିବେ, ମୟୂରଭଞ୍ଜ ଗୌରବ “ସନ୍ଧ୍ୟାରାଣୀ”
ବାରିପଦା ବ୍ଲକ ଅନ୍ତର୍ଗତ ରାଧିକାଶୋଳ ଗ୍ରାମର ଅତି ସାଧାରଣ ଚାଷୀ ପରିବାରର ଝିଅ ସନ୍ଧ୍ୟାରାଣୀ ଟୁଡୁ ନିଜର ଦୃଢ ଇଛାଶକ୍ତି ଓ କଠିନ ପରିଶ୍ରମ ବଳରେ ଚୀନ ଠାରେ ଅନୁଷ୍ଠିତ ହେବାକୁ ଥିବା ଏସୀୟ ରଗବି ସେଭେନ୍ସ ସିରିଜରେ ଭାରତୀୟ ବରିଷ୍ଠ ମହିଳା ଦଳରେ ସ୍ଥାନ ପାଇବାର ସୌଭାଗ୍ୟ ଅର୍ଜନ କରିଛନ୍ତି I ରଗବି (Rugby)…
Read Moreମୟୂରଭଞ୍ଜରେ “ଦି କମନ୍ସ ଟାଇମ୍ସ”ର ସମ୍ପାଦକ ମଣ୍ଡଳୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା
ବାରିପଦା: ଓଡ଼ିଶାର ପ୍ରମୁଖ ଇଂରାଜୀ ଖବରକାଗଜ “ଦି କମନ୍ସ ଟାଇମ୍ସ” (The Commons Time) ର ମୁଖ୍ୟ ସମ୍ପାଦକ ଏବଂ ତାଙ୍କ ସମ୍ପାଦକ ମଣ୍ଡଳୀଙ୍କୁ ଗତକାଲି ମୟୂରଭଞ୍ଜ ଜିଲ୍ଲା ବାରିପଦାଠାରେ KMP LIVE ପକ୍ଷରୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଦେଶର ୧୮ଟି ରାଜ୍ୟ ପରିଭ୍ରମଣ…
Read Moreପେଟରୁ ବାହାରିଲା ୯.୧ କିଲୋଗ୍ରାମର ବ୍ରଡ୍ ଲିଗାମେଣ୍ଟ ଫାଇବ୍ରଏଡ୍ :PRM ମେଡିକାଲ କଲେଜ, ବାରିପଦା
ରାଣୀଭୋଳ ଗ୍ରାମର ଜଣେ ୪୬ ବର୍ଷୀୟା ମହିଳା ଦୀର୍ଘ ପ୍ରାୟ ଦେଢ଼ ବର୍ଷ ଧରି ଅସୁସ୍ଥ ଥିଲେ। ପି.ଆର୍.ଏମ୍. ମେଡିକାଲ କଲେଜ ଓ ହସ୍ପିଟାଲର ଡାକ୍ତରମାନଙ୍କ ସଫଳ ଅସ୍ତ୍ରୋପଚାର ଦ୍ୱାରା ତାଙ୍କୁ ନୂଆ ଜୀବନ ମିଳିଛି । ତାଙ୍କ ପେଟରୁ ଏକ ବିରାଟକାୟ ୯.୧ କିଲୋଗ୍ରାମ ଓଜନର ‘ବ୍ରଡ୍ ଲିଗାମେଣ୍ଟ…
Read Moreବାରିପଦାରେ ଓରମାସ୍ ରାଖି ଷ୍ଟଲ୍ ଉଦ୍ଘାଟିତ: ମହିଳା କାରିଗରଙ୍କ ଆୟ ଓ ଆତ୍ମନିର୍ଭରତା ବୃଦ୍ଧି ଉପରେ ଗୁରୁତ୍ୱ ||
ବାରିପଦାସ୍ଥିତ ବୟନିକା ବିକ୍ରୟ ଷ୍ଟୋର ‘ମୟୂର ଶିଳ୍ପ’ ପରିସରରେ ଆଜି ‘ରାଖି ଷ୍ଟଲ୍–୨୦୨୬’ ଉଦ୍ଘାଟିତ ହୋଇଛି। ଅତିରିକ୍ତ ଜିଲ୍ଲାପାଳ ମୟୂରଭଞ୍ଜ ଦୁଃଖବନ୍ଧୁ ନାୟକ ଏହି ଷ୍ଟଲ୍ର ଉଦ୍ଘାଟନ କରିଥିଲେ । ମୟୂରଭଞ୍ଜର ସ୍ଥାନୀୟ କାରିଗରମାନଙ୍କ ହସ୍ତନିର୍ମିତ ଓ ପରିବେଶ ଅନୁକୂଳ ରାଖିକୁ ବ୍ୟାପକ ବଜାର ସୁଯୋଗ…
Read Moreଓଡ଼ିଶା ପୁଲିସ୍ ପୂର୍ବାଞ୍ଚଳ ରେଞ୍ଜରେ ୧୭ ଜଣ ଅଧିକାରୀଙ୍କ ବଦଳି : ବାଲେଶ୍ଵର
ଉତ୍ତର ଓଡିଶା :- ଓଡ଼ିଶା ପୁଲିସ୍ ପୂର୍ବାଞ୍ଚଳ ରେଞ୍ଜ ମୁଖ୍ୟାଳୟ ବାଲେଶ୍ୱର ପକ୍ଷରୁ ରେଞ୍ଜ ପୁଲିସ୍ ଏଷ୍ଟାବ୍ଲିସମେଣ୍ଟ ବୋର୍ଡର ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସବ୍ ଇନ୍ସପେକ୍ଟର ଓ ଇନ୍ସପେକ୍ଟର ପଦବୀରେ ଥିବା ୧୭ ଜଣ ଅଧିକାରୀଙ୍କୁ ବିଭିନ୍ନ ଜିଲ୍ଲା ମଧ୍ୟରେ ବଦଳି କରାଯାଇଛି। ଏହି ବୈଠକ ଭର୍ଚୁଆଲ…
Read Moreଶୁସିଲସେଠୀ (ସିପୁ) ଙ୍କ ଦଶାହ କାର୍ଯ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ ହୋଇଅଛି |
ବାରିପଦା: ମୟୂରଭଞ୍ଜ ଜିଲ୍ଲା ଛାତ୍ର ବିଜେଡ଼ି ଉପ-ସଭାପତି ଶୁସିଲସେଠୀ (ସିପୁ) ଙ୍କ ଦଶାହ କାର୍ଯ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ ହୋଇଅଛି | ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ଅବସରରେ, ଉପସ୍ଥିତ ଅଛନ୍ତି ସିପୁର ମା ଅନୀତା ସେଠୀ ଏବଂ ରାଜ୍ୟ ବିଜେଡ଼ି ବରିଷ୍ଟ ସାଧାରଣ ସମ୍ପାଦକ ତଥା ପୂର୍ବତନ…
Read Moreଜିଲ୍ଲା ଶିକ୍ଷାଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଏବଂ ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ପ୍ରମୁଖଙ୍କୁ ଭେଟିଲେ ଭଞ୍ଜସେନା ପ୍ରତିଷ୍ଠାତା ||
ଆଜି ଭଞ୍ଜସେନା ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନା ଜିଲ୍ଲାର ସଦର ମହକୁମା ବାରିପଦା ଠାରେ ଜିଲ୍ଲା ଶିକ୍ଷାଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଏବଂ ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ପ୍ରମୁଖଙ୍କୁ ଭେଟି ଜିଲ୍ଲାର ୫୧୨୩ ଟି ଅଙ୍ଗନୱାଡି ଠାରୁ ଦ୍ଵାଦଶ ଶ୍ରେଣୀ ଶିକ୍ଷାଦାନ ବ୍ୟବସ୍ଥାରେ ସମସ୍ତ ଛାତ୍ରଛାତ୍ରୀ…
Read More