ନିର୍ବାଚନ ସାକ୍ଷରତା କ୍ଳବ କୁଇଜ୍ ପ୍ରତିଯୋଗିତା
ବ୍ରହ୍ମପୁର:- ବ୍ରହ୍ମପୁର ଉପଖଣ୍ଡ ନିର୍ବାଚ଼ନ ସାକ୍ଷରତା କ୍ଲବ ମାନଙ୍କ ମଧ୍ୟରେ ଏକ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି l ଉପ ଜିଲ୍ଲାପାଳ ଅବିନାଶ କୁମାର ଏବଂ ଡେପୁଟି କଲେକ୍ଟର (ନିର୍ବାଚନ) ସୁବ୍ରତ ରାମ ବିରାମ ଶତପଥିଙ୍କ ତତ୍ତ୍ଵାବଧାନରେ ଆୟୋଜିତ ଉକ୍ତ ପ୍ରତିଯୋଗିତାରେ ବ୍ରହ୍ମପୁର ଉପଖଣ୍ଡର ୧୩ଟି…
Read More