ତିଜିମାଳି ଖଣି ଖନନକୁ ବିରୋଧ: ଆନ୍ଦୋଳନକାରୀଙ୍କୁ ଯଜ୍ଞସ୍ଥଳରୁ ଉଠାଇ ନେଲା ପୋଲିସ
ତିଜିମାଳି ପାହାଡ଼ରେ ପ୍ରସ୍ତାବିତ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଜାରି ରହିଥିବା ବେଳେ, ଜଣେ ସକ୍ରିୟ ଆନ୍ଦୋଳନକାରୀଙ୍କୁ ଧାର୍ମିକ କାର୍ଯ୍ୟକ୍ରମ ଚାଲିଥିବା ଯଜ୍ଞସ୍ଥଳରୁ ପୋଲିସ ନେଇଯିବା ଅଭିଯୋଗ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।ମା’ ମାଟି ମାଳି ସୁରକ୍ଷା ମଞ୍ଚର ସଦସ୍ୟ ତଥା ତିଜିମାଳି ଖଣି ଖନନ…
Read Moreଦୀର୍ଘ ୨.୫ ବର୍ଷର ଅନୁସନ୍ଧାନ ପରେ, ୨ ହତ୍ୟାକାରୀ ଗିରଫ !! ରାଉରକେଲା ପୋଲିସ
ରାଉରକେଲା: ଦୀର୍ଘ ୨.୫ ବର୍ଷ ଧରି ଅନୁସନ୍ଧାନାଧୀନ ଥିବା ଏକ ହତ୍ୟା ମାମଲାର ରହସ୍ୟ ଉନ୍ମୋଚନ କରିଛି ରାଉରକେଲା ପୋଲିସ। ଏହି ଘଟଣାରେ ରାହୁଲ ଓରଫ ସର୍ଦ୍ଧନ ଶର୍ମା (୪୮) ଏବଂ ଅଜୟ ପାତ୍ର (୩୩)ଙ୍କୁ ଗିରଫ କରାଯାଇଛି। ପୋଲିସ ସୂଚନା ଅନୁଯାୟୀ, ଏହି ଘଟଣା ସମ୍ପର୍କରେ ଝିରପାଣି ଥାନା କେସ୍ ନଂ-୪୫, ତାରିଖ…
Read Moreକଲେଜ ହଷ୍ଟେଲ ଥାଳିରେ ମିଳିବନି ପୁରୀ-ବରା ଆଳୁଚପ : ଉଚ୍ଚଶିକ୍ଷା ବିଭାଗ, ଓଡିଶା ||
କଲେଜ ହଷ୍ଟେଲ ମେନୁରେ ବଡ଼ ପରିବର୍ତ୍ତନ। ଥାଳିରେ ଆଉ ମିଳିବନି ପୁରୀ-ବରା ଆଳୁଚପ। ପ୍ରଧାନମନ୍ତ୍ରୀଙ୍କ ଅପିଲ ପରେ ସଜାଗ ହୋଇଛି ଉଚ୍ଚଶିକ୍ଷା ବିଭାଗ। ରନ୍ଧନ ତେଲର ବ୍ୟବହାର କମାଇବାକୁ କଲେଜ କ୍ୟାଣ୍ଟିନ୍ ଓ ହଷ୍ଟେଲଗୁଡ଼ିକୁ ପରାମର୍ଶ ଦେଇଛି ଉଚ୍ଚ ଶିକ୍ଷା ବିଭାଗ। ଏନେଇ ରାଜ୍ୟର ସମସ୍ତ ସରକାରୀ ଓ…
Read Moreଦେଶର ରକ୍ଷକ ଯବାନଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀ, ଭାବବିହ୍ୱଳ ହେଲା ପରିବେଶ
ଭବାନୀପାଟଣା ଅଟଙ୍ଗଗୁଡ଼ାସ୍ଥିତ ୬୪ ବାଟାଲିୟନ ସିଆରପିଏଫ୍ କ୍ୟାମ୍ପରେ ଏକ ନିଆରା ଓ ଭାବପୂର୍ଣ୍ଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି ଅବସରରେ ଛାତ୍ରୀ ଓ ଭଉଣୀମାନେ କ୍ୟାମ୍ପରେ ଉପସ୍ଥିତ ସିଆରପିଏଫ୍ ଯବାନଙ୍କ ହାତରେ ରାକ୍ଷୀ ବାନ୍ଧି ଭାଇଚାରା ଓ ଆତ୍ମୀୟତାର ନିଆରା ବାର୍ତ୍ତା ଦେଇଥିଲେ।ଦେଶର ଆଭ୍ୟନ୍ତରୀଣ…
Read Moreଚାରି ଗୃହିଣୀଙ୍କ ଶାଢ଼ୀ ପ୍ରଦର୍ଶନୀ, ଅନନ୍ୟ ପ୍ରୟାସ : ବାରିପଦା
ବାରିପଦା ମୁନିସିପାଲିଟି ଅନ୍ତର୍ଗତ ବୁଢୀଖମାରୀର ଚାରି ଗୃହିଣୀ ମିଶି ଏକ ଶାଢ଼ୀ ପ୍ରଦର୍ଶନୀର ଆୟୋଜନ କରିଛନ୍ତି I ଆଗାମୀ ପାର୍ବଣ ଋତୁକୁ ଆଖିଆଗରେ ରଖି ସ୍ଥାନୀୟ ଅଂଚଳର ଚାରି ଗୃହିଣୀ ଦେବଦାସୀ ମଣ୍ଡଳ, ଶ୍ଵେତା ମହାନ୍ତି, ଦିବ୍ୟାଭାରତୀ ସାହୁ ଓ ଅନୁପମା ବେହେରା ମିଶି “ସଖୀ କଲେକ୍ସନ” ନାମରେ…
Read Moreଜୁଏଲ ଓରାମଙ୍କ ମହାନଗର ନିଗମ ପ୍ରତିନିଧି “ପ୍ରକାଶ” ଗିରଫ :‘ଟାର୍ଗେଟ କିଲିଂ’ ର ଅଭିଯୋଗ !
ରାଉରକେଲା ସହରରେ ବହୁ ଚର୍ଚ୍ଚିତ ପାନପୋଷ ସର୍କିଟ ହାଉସ୍ରୁ ବନ୍ଧୁକ ଜବତ ଓ ଅପରାଧୀ ଗିରଫ ଘଟଣାର ମାଷ୍ଟର ମାଇଣ୍ଡ ପଳାତକ ପ୍ରକାଶ ପାଶ୍ୱାନକୁ ପୁଲିସ ଓଡ଼ିଶାକୁ ଆଣିଛି। ପାନପୋଷ ସର୍କିଟ ହାଉସ୍ରୁ ୪ଟି ବନ୍ଧୁକ ଓ ୯ ରାଉଣ୍ଡ ଗୁଳି ଜବତ ହେବା ସହରର କୁଖ୍ୟାତ ଅପରାଧୀମାନଙ୍କୁ ସଂଗଠିତ କରି ଅପରାଧ ଘଟାଇବା…
Read Moreଆଜିଠାରୁ ମିଳିବ ସୁଭଦ୍ରା ଟଙ୍କା ? ଏକା ସାଙ୍ଗରେ ମିଳିବ ୫ଟି ଯାକ ବାକି ଥିବା କିସ୍ତି ||
ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିବାକୁ ଯାଉଛନ୍ତି। ଏହି ପର୍ଯ୍ୟାୟରେ ମୋଟ ୧,୦୩,୨୬,୧୬୨ (୧.୦୩ କୋଟିରୁ ଅଧିକ) ମହିଳା ଉପକୃତ ହେବେ। ସୂଚନା ଅନୁଯାୟୀ, ଏହି ୫ମ କିସ୍ତି ପାଇଁ ରାଜ୍ୟ ସରକାର ମୋଟ…
Read MoreBIG BREAKING:-ନିଖୋଜ “କୁଳସୁମ” ସୁରକ୍ଷିତ, ପିତାଙ୍କ ସହିତ ଫୋନ ଯୋଗେ ହେଲା ଯୋଗାଯୋଗ !
ସୋସିଆଲ ମିଡିଆର ବହୁମୂଖୀ ପ୍ରତିଭା କୁଲସୁମ_ନିଗାର, ଆଜି ଏବେ ଏବେ ନିଜ ପରିବାର ସହିତ ସମ୍ପର୍କ ସ୍ଥାପନ କରିଛନ୍ତି | ସେ ସୁରକ୍ଷିତ ଥିବା ସୂଚନା ତାଙ୍କ ପିତା ଫକୀରା ଭାଇ ଜଣାଇଛନ୍ତି ! ନେପାଳ-ତିବ୍ବତ ସୀମାଞ୍ଚଳରେ ଘଟିଥିବା ଭୟଙ୍କର ଫ୍ଲାଶ୍ ଫ୍ଲଡ୍ରେ ଓଡ଼ିଶାର କୁଲସୁମ ନିଖୋଜ ଥିଲେ…
Read Moreସୋସିଆଲ ମିଡିଆର ବହୁମୂଖୀ ପ୍ରତିଭା “କୁଲସୁମ” ନିଖୋଜ : ବାରିପଦା
ନେପାଳ-ତିବ୍ବତ ସୀମାଞ୍ଚଳରେ ଘଟିଥିବା ଭୟଙ୍କର ଫ୍ଲାଶ୍ ଫ୍ଲଡ୍ରେ ଓଡ଼ିଶାର ଆଉ ଜଣେ ଯୁବତୀ ନିଖୋଜ ହୋଇଥିବା ସୂଚନା ମିଳିଛି। ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରର ୨୦ ବର୍ଷିୟା କୁଲସୁମ ନିଗାର ଏହି ପ୍ରାକୃତିକ ବିପର୍ଯ୍ୟୟରେ ନିଖୋଜ ହୋଇଯାଇଛନ୍ତି। ତାଙ୍କ ପରିବାର ଓ ସ୍ଥାନୀୟ ଅଞ୍ଚଳରେ ଗଭୀର ଶୋକ ଓ ଚିନ୍ତା ଛାଇ…
Read Moreବାରିପଦାର ସର୍ବ ପୁରାତନ ସାଂସ୍କୃତିକ ଅନୁଷ୍ଠାନ “କୁମାର ଉତ୍ସବ କମିଟି” ର ବୈଠକ ଅନୁଷ୍ଠିତ ||
ସଂସ୍କୃତିର ସହର ବାରିପଦାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ କୁମାର ଉତ୍ସବ କମିଟି ତରଫରୁ ୨୦୨୬ କୁମାର ଉତ୍ସବ ପାଳନ କରାଯିବା ପାଇଁ ଆଜି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ଅଗ୍ରଣୀ ସଙ୍ଗୀତ କଳାକାର ମାନଙ୍କ ଦ୍ଵାରା ଚଳିତ ବର୍ଷ କୁମାର ଉତ୍ସବ ମହା ଆଡମ୍ବରରେ ପାଳନ କରାଯିବା ପାଈଁ ନିଷ୍ପତ୍ତି…
Read More