ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ ||
ବାରିପଦା:- ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ପରିସରରେ ଆଜି ଦେଶଭକ୍ତି ଓ ଉତ୍ସାହର ପରିବେଶ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ ହୋଇଥିଲା । ଏହି ଅବସରରେ ସର୍ବପ୍ରଥମେ ବିଶ୍ୱବିଦ୍ୟାଳୟ ପ୍ରାଙ୍ଗଣ ସ୍ଥିତ ପୂଣ୍ୟଶ୍ଲୋକ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ପ୍ରତିମୂର୍ତ୍ତିରେ…
Read More