ମୟୂରଭଞ୍ଜ ଅବକାରୀ ଅଧିକାରୀଙ୍କ ଉପରେ ମଦ ଆଫିଆଙ୍କ ଅତର୍କିତ ଆକ୍ରମଣ : କରଞ୍ଜିଆ
ସ୍ପଷ୍ଠ ଦିବାଲୋକ ରେ ମଦମାଫିଆ ଙ୍କ ଆତଙ୍କ | ଜାତୀୟ ରାଜପଥ ରେ କରଞ୍ଜିଆ ଅବକାରୀ ବିଭାଗର OICଙ୍କ ଉପରେ ମଦମାଫିଆଙ୍କ ଅତର୍କିତ ଆକ୍ରମଣ କରଞ୍ଜିଆ ଅଞ୍ଚଳରେ ବେଶ ଚର୍ଚା ର ବିଷୟ ପାଲୋଟି ଯାଇଛି | ସୋସିଆଲ ମିଡିଆ ରେ ଘୁରି ବୁଲୁଛି ଏହି ଆକ୍ରମଣର ଲାଇଭ ଭିଡିଓ | ସୂଚନା ଅନୁସାରେ ଦୁର୍ବୁତ୍ତଙ୍କୁ କାବୁ କରିବାରେ…
Read Moreଇଥାନଲ ପାଇଁ ଚିନି ସଙ୍କଟ! ମାସକରେ ଦର ୪୫% ବୃଦ୍ଧି
ଗୋଟିଏ ପଟେ ଦେଶରେ ପେଟ୍ରୋଲର ଗୁଣବତ୍ତା ବଢ଼ାଇବା ଓ ପ୍ରଦୂଷଣ କମାଇବା ପାଇଁ ଇଥାନଲ ମିଶ୍ରଣ (Ethanol Blending) ପ୍ରକ୍ରିୟା ଜୋରଦାର ଚାଲିଛି, ଅନ୍ୟପଟେ ଚିନି ଶିଳ୍ପ ଉପରେ ଏହାର ଗମ୍ଭୀର ପ୍ରଭାବ ଦେଖିବାକୁ ମିଳିଛି। ଗତ ଗୋଟିଏ ମାସ ମଧ୍ୟରେ ଚିନି ଦରରେ ପ୍ରାୟ ୪୫% ପର୍ଯ୍ୟନ୍ତ ବୃଦ୍ଧି ରେକର୍ଡ କରାଯାଇଛି,…
Read Moreଫାଇନାନ୍ସ କମ୍ପାନୀ ଖୋଲି, ଗ୍ରହକଙ୍କୁ ନାଟକ ଦେଖାଉଥିବା ଠକ ଗିରଫ: ଝାରସୁଗୁଡ଼ା
ଫାଇନାନ୍ସ କମ୍ପାନୀ ଖୋଲି ବ୍ୟବସାୟୀଙ୍କଠାରୁ ଟଙ୍କା ଆଦାୟ କରିବା ପରେ ତାହା ଲୁଟ୍ ହୋଇଯାଇଥିବାର ମିଛ ନାଟକ କରିଥିବା ଏକ ଗୋଷ୍ଠୀର ପର୍ଦ୍ଦାଫାସ କରିଛି ଝାରସୁଗୁଡ଼ା ପୋଲିସ। ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୪ ଜଣଙ୍କୁ ଗିରଫ କରାଯାଇଥିବାବେଳେ ମାଟି ତଳେ ପୋତା ଯାଇଥିବା ୪ ଲକ୍ଷ ୮୯ ହଜାର ଟଙ୍କା ଜବତ…
Read Moreସ୍ତ୍ରୀକୁ ପୁଣି ଫେରି ପାଇବା ଲାଳଶା ରେ ଯୁବକଙ୍କୁ ବଳି : ତନ୍ତ୍ର ସାଧନା ର ବିକଟାଳ ରୂପ !
ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ବଗଡ଼ା ଗାଁ ଇନ୍ଦିରା ଗାନ୍ଧୀ ହାଇସ୍କୁଲ ନିକଟରେ ବୁଧବାର ରାତିରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି। ତୁଷୁରା ଥାନା ଅଧୀନ ଟେପ୍ରାମୁଣ୍ଡା ଗାଁର ସନ୍ତୋଷ ଖରସେଲ (୪୦)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ତାଙ୍କ ମୁଣ୍ଡଗଣ୍ଡି ଅଲଗା କରି ଫିଙ୍ଗି ଦିଆଯାଇଛି। ପୁଲିସର…
Read Moreମୟୂରଭଞ୍ଜ ପୋଲିସରେ କାର୍ଯ୍ୟରତ ଅଧିକାରୀଙ୍କ ଉପରେ ସଙ୍ଗିନ ଆରୋପ !
ମୟୂରଭଞ୍ଜ ଜିଲ୍ଲା ବାରିପଦା ଟାଉନ୍ ଥାନାରେ କାର୍ଯ୍ୟରତ ସବ୍-ଇନ୍ସପେକ୍ଟରଙ୍କ ନାଁରେ ଆସିଛି ସଙ୍ଗିନ ଅଭିଯୋଗ । ବିବାହର ପ୍ରତିସୃତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗ। ବାରିପଦା ଟାଉନ ଥାନାରେ କାର୍ଯ୍ୟରତ ସବ୍-ଇନ୍ସପେକ୍ଟର ପ୍ରଭାତ ନାୟକଙ୍କ ସମେତ ତାଙ୍କ…
Read Moreପୋଲିସ ମହାନିର୍ଦ୍ଦେଶକ ଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ : ରାଜ୍ୟ ପୋଲିସ ମୁଖ୍ୟାଳୟ, ଭୁବନେଶ୍ବର ||
ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ସମସ୍ତ ରେଞ୍ଜର ଆଇଜି/ଡିଆଇଜି…
Read Moreଜମି ପଟ୍ଟା ପ୍ରଦାନ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ ଡଃ ପ୍ରଦୀପ କୁମାର ପାଣିଗ୍ରାହୀ ||
ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋପାଳପୁର ବିଧାନସଭା କ୍ଷେତ୍ରର ରଙ୍ଗେଇଲୁଣ୍ଡା ବ୍ଲକ, କମଳାପୁର ପଞ୍ଚାୟତ ଅଧୀନସ୍ଥ ନୂଆ କମଳାପୁର ଗ୍ରାମବାସୀଙ୍କ ଦୀର୍ଘ ଦିନର ଜମି ପଟ୍ଟା ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ରାଜ୍ୟର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ଦୃଷ୍ଟି ଆକର୍ଷଣ…
Read Moreବିଦ୍ୟାଳୟ ଗୁଡ଼ିକରେ ଜିଲ୍ଲାସ୍ତରୀୟ ମନିଟରିଂ: ଶିକ୍ଷାଦାନର ଗୁଣବତ୍ତା ଓ ସ୍ୱଚ୍ଛ ଶିକ୍ଷା ପରିବେଶ ଉପରେ ଗୁରୁତ୍ୱ ||
ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷାଦାନର ଗୁଣବତ୍ତା, ଶିକ୍ଷା ପରିବେଶ ଓ ଛାତ୍ରଛାତ୍ରୀଙ୍କ ଶିକ୍ଷାଗତ ଉନ୍ନତିର ସ୍ଥିତି ଅନୁଧ୍ୟାନ ନିମନ୍ତେ ଆଜି ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ପୂର୍ଣ୍ଣଚନ୍ଦ୍ର ସେଠୀ ଏବଂ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ (ଯୋଜନା) ଶ୍ରୀ ଶଶୀଧର ସିଂ ମିଳିତ ଭାବେ ବିଭିନ୍ନ…
Read Moreଗଞ୍ଜାମ ଗସ୍ତରେ ବିଧାନସଭାର ଗୃହ କମିଟିବିଭିନ୍ନ ଉନ୍ନୟନ ପ୍ରକଳ୍ପ ଓ ଜନସ୍ୱାର୍ଥ ପ୍ରସଙ୍ଗର ସମୀକ୍ଷା ||
ଓଡ଼ିଶା ବିଧାନସଭାର ଗୃହ କମିଟି (ସବମିଶନ) ବିଧାୟକ ଲକ୍ଷ୍ମଣ ବାଗଙ୍କ ନେତୃତ୍ୱରେ ଗଞ୍ଜାମ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନ ପ୍ରକଳ୍ପର ସ୍ଥିତି, କାର୍ଯ୍ୟ ଅଗ୍ରଗତି ଏବଂ ଜନସ୍ୱାର୍ଥ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗର ସମୀକ୍ଷା କରିଛନ୍ତି। କମିଟିର ସଦସ୍ୟ ଆସିକା ବିଧାୟକ ସରୋଜ ପାଢ଼ୀ, ମୋହନା ବିଧାୟକ…
Read More୫ ବର୍ଷ ହେଲା ଅନ୍ଧାରରେ ୫୩ ଆଦିବାସୀ ପରିବାର: କର୍କାମସ୍କା ଗାଁ, ଲାଞ୍ଜିଗଡ଼ ||
କଳାହାଣ୍ଡି ଜିଲ୍ଲାର ଏକ ଆଦିବାସୀ ଗାଁ, ନାମ କର୍କାମସ୍କା | ଉକ୍ତ ଗାଁ ଟି ଆଜିର GenZ ପ୍ରାଧାନ୍ଯ ଯୁଗରେ, ମୌଳିକ ସୁବିଧା ଠାରୁ ସାତ କୋଷ ଦୂରରେ। ବିଦ୍ୟୁତ୍, ପାନୀୟ ଜଳ, ଶିକ୍ଷା, ଯାତାୟାତ ଓ ସ୍ୱାସ୍ଥ୍ୟସେବା ଭଳି ମୌଳିକ ସୁବିଧାରୁ ବଞ୍ଚିତ ହୋଇ ଦୁର୍ଦ୍ଦଶାରେ ଜୀବନ କାଟୁଛନ୍ତି ଲାଞ୍ଜିଗଡ଼ ବ୍ଲକ…
Read More