ଉପକୂଳ ସୁରକ୍ଷା ପାଇଁ ଆସିବ ‘ARISE’ ପ୍ରକଳ୍ପ,ଉପକୂଳ କ୍ଷୟ ରୋକିବା ସହ ବ୍ଲୁ ଇକୋନୋମିକୁ ଗୁରୁତ୍ୱ ||
ଓଡ଼ିଶାର ଉପକୂଳ ସୁରକ୍ଷା, ଜଳବାୟୁ ପରିବର୍ତ୍ତନଜନିତ ବିପଦର ମୁକାବିଲା ଏବଂ ଉପକୂଳବାସୀଙ୍କ ଜୀବିକା ସୁରକ୍ଷା ପାଇଁ ପ୍ରସ୍ତାବିତ ‘ARISE’ ପ୍ରକଳ୍ପ ନେଇ ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ହୋଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବୈଠକରେ ଅଧ୍ୟକ୍ଷତା କରିଥିଲେ। Asian…
Read More