ସ୍ତ୍ରୀକୁ ପୁଣି ଫେରି ପାଇବା ଲାଳଶା ରେ ଯୁବକଙ୍କୁ ବଳି : ତନ୍ତ୍ର ସାଧନା ର ବିକଟାଳ ରୂପ !
ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ବଗଡ଼ା ଗାଁ ଇନ୍ଦିରା ଗାନ୍ଧୀ ହାଇସ୍କୁଲ ନିକଟରେ ବୁଧବାର ରାତିରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି। ତୁଷୁରା ଥାନା ଅଧୀନ ଟେପ୍ରାମୁଣ୍ଡା ଗାଁର ସନ୍ତୋଷ ଖରସେଲ (୪୦)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ତାଙ୍କ ମୁଣ୍ଡଗଣ୍ଡି ଅଲଗା କରି ଫିଙ୍ଗି ଦିଆଯାଇଛି। ପୁଲିସର…
Read More