କଲମରେ ବନ ମହୋତ୍ସବ,ଗଛ ଲଗାଇ ପରିବେଶ ସୁରକ୍ଷାର ଶପଥ ନେଲେ ଛାତ୍ରଛାତ୍ରୀ:ଭବାନୀପାଟଣା
ଉତ୍ତର କଳାହାଣ୍ଡି ବନ ବିଭାଗ ଓ କଲମ ଉଚ୍ଚ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ କଲମଠାରେ ବନ ମହୋତ୍ସବ ପାଳିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସମର୍ଥନ ଏବଂ ଡଙ୍ଗରଗଡ଼ ସୁରକ୍ଷା ପରିଷଦ ଟ୍ରଷ୍ଟର ସକ୍ରିୟ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ପ୍ରଧାନମନ୍ତ୍ରୀଙ୍କ ‘ଏକ ପେଡ୍ ମା କେ…
Read Moreବିକାଶ ଉଇସଡମ୍ ପାର୍କରେ ‘ଭିକନ୍ ଆଇକ୍ୟୁ-୨୦୨୬’: ପ୍ରଦର୍ଶିତ ହେଲା ୧୦୦ରୁ ଊର୍ଦ୍ଧ୍ୱ ବିଜ୍ଞାନ ପ୍ରକଳ୍ପ ||
ଭବାନୀପାଟଣାସ୍ଥିତ ବିକାଶ ଶିକ୍ଷାନୁଷ୍ଠାନରେ ବାର୍ଷିକ ବିଜ୍ଞାନ ମେଳା ‘ଭିକନ୍ ଆଇକ୍ୟୁ-୨୦୨୬’ ଶନିବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରଛାତ୍ରୀଙ୍କ ବୈଜ୍ଞାନିକ ଚିନ୍ତାଧାରା, ସୃଜନଶୀଳତା ଓ ନୂତନ ପରିକଳ୍ପନାକୁ ପ୍ରୋତ୍ସାହନ ଦେବା ଏହି ମେଳାର ମୁଖ୍ୟ ଉଦ୍ଦେଶ୍ୟ ଥିଲା।ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟ,…
Read Moreଗୁରୁ ରବୀଦାସଙ୍କ ୬୫୦ତମ ଜନ୍ମଜୟନ୍ତୀ ପାଇଁ ବିଶାଳ କଳସ ଶୋଭାଯାତ୍ରା : ବିଜେପି ଭବାନୀପାଟଣା ||
କଳାହାଣ୍ଡି/ଭବାନୀପାଟଣା: ସମତା, ସାମାଜିକ ସମରସତା, ଭାଇଚାରା ଓ ମାନବିକତାର ମହାନ ବାର୍ତ୍ତା ପ୍ରଚାର କରିଥିବା ସନ୍ଥ ଶିରୋମଣି ଶ୍ରୀ ଗୁରୁ ରବୀଦାସ ମହାରାଜଙ୍କ ୬୫୦ତମ ଜନ୍ମଜୟନ୍ତୀ ଅବସରରେ କଳାହାଣ୍ଡି ଜିଲ୍ଲା ବିଜେପି ପକ୍ଷରୁ ଭବାନୀପାଟଣାରେ ଏକ ବିଶାଳ କଳସ ଶୋଭାଯାତ୍ରା ଓ ମଣ୍ଡଳସ୍ତରୀୟ କଳସ ବିତରଣ…
Read Moreଅନୁସୂଚିତ ଜାତି ଓ ଜନଜାତି ଶିକ୍ଷକ କଲ୍ୟାଣ ସଂଘ ଭବାନୀପାଟଣା ବ୍ଲକ କର୍ମକର୍ତ୍ତା କମିଟି ଗଠନ ||
ଭବାନୀପାଟଣା :- ତା.୧୬.୦୮.୨୦୨୬ ଭବାନୀପାଟଣା ବ୍ଲକ ସ୍ଥାନୀୟ ସାପସିଲେଟ ଶିବ ମନ୍ଦିର ପ୍ରାଙ୍ଗଣରେ ଜିଲ୍ଳା ସମ୍ପାଦକ ବଶିଷ୍ଠ ଭୋଇଙ୍କ ଅଧ୍ୟକ୍ଷତାରେ ସଦର ବ୍ଲକ ର କର୍ମକର୍ତ୍ତା ଚୟନ ନିମନ୍ତେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା ।ଉକ୍ତ ବୈଠକରେ ଭବାନୀପାଟଣା ବ୍ଲକ ଶିକ୍ଷା ବିଭାଗରେ କାର୍ଯ୍ୟରତ ଏସ.ସି.…
Read More