ନବନିଯୁକ୍ତ ସବ୍-ଇନ୍ସପେକ୍ଟରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁମନ୍ତ୍ର: ନିଯୁକ୍ତି ପାଇଲେ ୩୩୬ ସବ୍-ଇନ୍ସପେକ୍ଟର
ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀରେ ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରଙ୍କ ଦୀକ୍ଷାନ୍ତ ସମାରୋହ ଆଜି ଅନୁଷ୍ଠିତ ହୋଇଛି। ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଦୁଇ ବର୍ଷର କଠୋର ପ୍ରଶିକ୍ଷଣ ସମ୍ପୂର୍ଣ୍ଣ କରିଥିବା ୩୩୬ ଜଣ ନବନିଯୁକ୍ତ ସବ୍-ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା…
Read Moreପତ୍ନୀ ଛଡା ସରକାରୀ ବାବୁଙ୍କ ଉପରେ ଲଗାମ ଲଗାଇଲେ ମୋହନ ମାଝୀ !
ଏଣିକି ସରକାରୀ କର୍ମଚାରୀଙ୍କ ଆକାଉଣ୍ଟରୁ କଟିବ ପତ୍ନୀ ଓ ପିଲାଙ୍କ ପାଇଁ ଭରଣପୋଷଣ ଖର୍ଚ୍ଚ। କୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ବେ ପତ୍ନୀ ଓ ସନ୍ତାନଙ୍କୁ ଭରଣ ପୋଷଣ ଦେଉନଥିବା ସରକାରୀ କର୍ମଚାରୀଙ୍କ ବିରୋଧରେ ଏଭଳି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…
Read Moreସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ସଞ୍ଜୟ କୁମାର ବିଶ୍ୱାଳଙ୍କ ଦାୟିତ୍ୱ ଗ୍ରହଣ ||
ଭାରତୀୟ ପ୍ରଶାସନିକ ସେବା (IAS) ଅଧିକାରୀ ଶ୍ରୀ ସଞ୍ଜୟ କୁମାର ବିଶ୍ୱାଳ ଆଜି ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲୋକସମ୍ପର୍କ ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ୱାଗତ କାର୍ଯ୍ୟକ୍ରମରେ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶୋକ କୁମାର…
Read Moreଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ଭେଟିଲେ ଏଫ୍ଆଇସି ଇଣ୍ଡିଆ ପ୍ରତିନିଧି: ଏଫ୍ଆଇସି ୟୁନିଟ୍ ପ୍ରତିଷ୍ଠା ||
ଓଡ଼ିଶାରେ ଫର୍ଟିଲାଇଜର୍ ଇନୋଭେସନ୍ ସେଣ୍ଟର୍ (ଏଫ୍ଆଇସି)ର ଏକ ୟୁନିଟ୍ ପ୍ରତିଷ୍ଠା ନେଇ ଆଜି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଓ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ଏଫ୍ଆଇସି ଇଣ୍ଡିଆର ପ୍ରତିନିଧି ଦଳ ଆଲୋଚନା କରିଛନ୍ତି। ଲୋକସେବା ଭବନସ୍ଥିତ ମନ୍ତ୍ରୀଙ୍କ ପ୍ରକୋଷ୍ଠରେ ଏହି…
Read Moreଖେଳିବ ଓଡ଼ିଶା, ଜିତିବ ଓଡ଼ିଶା’ ମନ୍ତ୍ରରେ ରାଜ୍ୟକୁ ବିଶ୍ୱର କ୍ରୀଡ଼ା ରାଜଧାନୀ କରିବାକୁ ଆହ୍ୱାନ ||
ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରରେ ରାଜ୍ୟସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ୨୦୨୫ ବର୍ଷ ପାଇଁ ‘ବିଜୁ ପଟ୍ଟନାୟକ କ୍ରୀଡ଼ା ଓ ସାହସିକତା ପୁରସ୍କାର’ ବିଭିନ୍ନ ବର୍ଗର କୃତୀ କ୍ରୀଡ଼ାବିତ୍, ପ୍ରଶିକ୍ଷକ, କ୍ରୀଡ଼ା ସାମ୍ବାଦିକ ଓ ସାହସୀ…
Read More୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ : ଜଣେ ଗିରଫ, କୋର୍ଟ ଚାଲାଣ କଲା ଖାରବେଳ ନଗର ଥାନା ପୋଲିସ
ଟ୍ରେଡିଂ କମ୍ପାନୀରେ ଟଙ୍କା ନିବେଶ କଲେ ପ୍ରତିମାସ ୧୦ ପ୍ରତିଶତ ଲାଭ ମିଳିବାର ପ୍ରଲୋଭନ ଦେଖାଇ ପ୍ରାୟ ୨ କୋଟି ୨୧ ଲକ୍ଷ ଟଙ୍କା ନିବେଶ କରାଇବା ଓ ଠକେଇ ଅଭିଯୋଗରେ ଖାରବେଳ ନଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ସୂଚନା ଅନୁଯାୟୀ, ଅଭିଯୁକ୍ତ ସ୍ମୃତି ରଞ୍ଜନ ବେହେରା,…
Read Moreଉପକୂଳ ସୁରକ୍ଷା ପାଇଁ ଆସିବ ‘ARISE’ ପ୍ରକଳ୍ପ,ଉପକୂଳ କ୍ଷୟ ରୋକିବା ସହ ବ୍ଲୁ ଇକୋନୋମିକୁ ଗୁରୁତ୍ୱ ||
ଓଡ଼ିଶାର ଉପକୂଳ ସୁରକ୍ଷା, ଜଳବାୟୁ ପରିବର୍ତ୍ତନଜନିତ ବିପଦର ମୁକାବିଲା ଏବଂ ଉପକୂଳବାସୀଙ୍କ ଜୀବିକା ସୁରକ୍ଷା ପାଇଁ ପ୍ରସ୍ତାବିତ ‘ARISE’ ପ୍ରକଳ୍ପ ନେଇ ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ହୋଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବୈଠକରେ ଅଧ୍ୟକ୍ଷତା କରିଥିଲେ। Asian…
Read Moreପୋଲିସ ଭବନରେ ଡିଜିପି ଓ ଆଇଜିପିଙ୍କୁ ନେଇ ବଡ଼ ବୈଠକ: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତା
ଡିଜିପିଓ ଆଇଜିପି_ସମ୍ମିଳନୀ ପୋଲିସ ଭବନରେ ଡିଜିପି ଓ ଆଇଜିପିଙ୍କୁ ନେଇ ବଡ଼ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ରାଜ୍ୟର ଆଇନଶୃଙ୍ଖଳା ଓ ଅପରାଧ ନିୟନ୍ତ୍ରଣ ନେଇ ବୈଠକ ମୁଖ୍ୟ ଶାସନ ସଚିବ, ଗୃହ ସଚିବଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ…
Read Moreଓଡ଼ିଶାରେ ବୃହତ୍ ଶିଳ୍ପ ନିବେଶ ପ୍ରକଳ୍ପ କାର୍ଯ୍ୟାନ୍ୱୟନକୁ ତ୍ୱରାନ୍ୱିତ କରିବା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ : ନାଲକୋ ଏବଂ ଆଦାନୀ ଗ୍ରୁପ୍ କର ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା
ଓଡ଼ିଶାରେ ବୃହତ୍ ଶିଳ୍ପ ନିବେଶ ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ଏବଂ ପ୍ରକଳ୍ପ କାର୍ଯ୍ୟାନ୍ୱୟନରେ ରହୁଥିବା ବିଭିନ୍ନ ପ୍ରସଙ୍ଗର ସମାଧାନ ନେଇ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଗତକାଲି ଶୁକ୍ରବାର ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।…
Read Moreକଲେଜ ହଷ୍ଟେଲ ଥାଳିରେ ମିଳିବନି ପୁରୀ-ବରା ଆଳୁଚପ : ଉଚ୍ଚଶିକ୍ଷା ବିଭାଗ, ଓଡିଶା ||
କଲେଜ ହଷ୍ଟେଲ ମେନୁରେ ବଡ଼ ପରିବର୍ତ୍ତନ। ଥାଳିରେ ଆଉ ମିଳିବନି ପୁରୀ-ବରା ଆଳୁଚପ। ପ୍ରଧାନମନ୍ତ୍ରୀଙ୍କ ଅପିଲ ପରେ ସଜାଗ ହୋଇଛି ଉଚ୍ଚଶିକ୍ଷା ବିଭାଗ। ରନ୍ଧନ ତେଲର ବ୍ୟବହାର କମାଇବାକୁ କଲେଜ କ୍ୟାଣ୍ଟିନ୍ ଓ ହଷ୍ଟେଲଗୁଡ଼ିକୁ ପରାମର୍ଶ ଦେଇଛି ଉଚ୍ଚ ଶିକ୍ଷା ବିଭାଗ। ଏନେଇ ରାଜ୍ୟର ସମସ୍ତ ସରକାରୀ ଓ…
Read More