‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି:ମୋଟ ୫,୧୬୦ କୋଟିରୁ ଅଧିକ ଟଙ୍କା ହସ୍ତାନ୍ତର କରାଯିବ।
‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା। ନୂଆଦିଲ୍ଲୀରେ ହୋଇଥିବା ଏହି ସୌଜନ୍ୟମୂଳକ ସାକ୍ଷାତକାରରେ ଆସନ୍ତା ଅଗଷ୍ଟ ୨୮ ତାରିଖ ରାକ୍ଷୀ ପୂର୍ଣ୍ଣିମା ଅବସରରେ…
Read More