ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶା ରାଜ୍ୟପାଳ | ଓଡିଶା ରାଜନୀତିରେ ହଟଚମକ !!
ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଶୁକ୍ରବାର ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ଜାତୀୟ ରାଜଧାନୀ ଗସ୍ତର ଦ୍ୱିତୀୟ ଦିନରେ ରାଜ୍ୟପାଳ ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ଓଡ଼ିଶାର ବିକାଶ, ଜନକଲ୍ୟାଣ ସମେତ ରାଜ୍ୟ…
Read Moreବାରିପଦା ସହରରେ ୩ଟି ପାନୀୟଜଳ କିଓସ୍କ ଉଦ୍ଘାଟିତ । ଶୀଘ୍ର ୨୪x୭ ବିଶୁଦ୍ଧ ପାନୀୟଜଳ ଯୋଗାଣ ସୁନିଶ୍ଚିତ କରିବାକୁ ୱାଟକୋର ଜେନେରାଲ ମ୍ୟାନେଜରଙ୍କୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ ||
ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ସାଧାରଣ ଉଦ୍ୟୋଗ ବିଭାଗର ମନ୍ତ୍ରୀ ଡ଼ କୃଷ୍ଣଚନ୍ଦ୍ର ମହାପାତ୍ର ଲୋକାର୍ପଣ କଲେ ୩ଟି ପାନୀୟଜଳ କିଓସ୍କ | ଏହି ପାନୀୟଜଳ କିଓସ୍କଗୁଡ଼ିକ ବସ୍ଷ୍ଟାଣ୍ଡ ନିକଟ, ମା’ ଅମ୍ବିକା ପମ୍ପ ହାଉସ୍ ପରିସର ଏବଂ ଝୁବୁଲୀ ବନ୍ଦ ନିକଟରେ ସ୍ଥାପିତ ହୋଇଛି…
Read Moreଉପକୂଳ ସୁରକ୍ଷା ପାଇଁ ଆସିବ ‘ARISE’ ପ୍ରକଳ୍ପ,ଉପକୂଳ କ୍ଷୟ ରୋକିବା ସହ ବ୍ଲୁ ଇକୋନୋମିକୁ ଗୁରୁତ୍ୱ ||
ଓଡ଼ିଶାର ଉପକୂଳ ସୁରକ୍ଷା, ଜଳବାୟୁ ପରିବର୍ତ୍ତନଜନିତ ବିପଦର ମୁକାବିଲା ଏବଂ ଉପକୂଳବାସୀଙ୍କ ଜୀବିକା ସୁରକ୍ଷା ପାଇଁ ପ୍ରସ୍ତାବିତ ‘ARISE’ ପ୍ରକଳ୍ପ ନେଇ ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ହୋଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବୈଠକରେ ଅଧ୍ୟକ୍ଷତା କରିଥିଲେ। Asian…
Read Moreଓଡ଼ିଶାରେ ବୃହତ୍ ଶିଳ୍ପ ନିବେଶ ପ୍ରକଳ୍ପ କାର୍ଯ୍ୟାନ୍ୱୟନକୁ ତ୍ୱରାନ୍ୱିତ କରିବା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ : ନାଲକୋ ଏବଂ ଆଦାନୀ ଗ୍ରୁପ୍ କର ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା
ଓଡ଼ିଶାରେ ବୃହତ୍ ଶିଳ୍ପ ନିବେଶ ଭିତ୍ତିଭୂମି ପ୍ରକଳ୍ପର ଅଗ୍ରଗତି ଏବଂ ପ୍ରକଳ୍ପ କାର୍ଯ୍ୟାନ୍ୱୟନରେ ରହୁଥିବା ବିଭିନ୍ନ ପ୍ରସଙ୍ଗର ସମାଧାନ ନେଇ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଗତକାଲି ଶୁକ୍ରବାର ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।…
Read Moreଯେଉଁଠି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀ ପଦବୀ ଖାଲି ପଡ଼ିଛି, ସେଠାରେ ….. ସଂପାଦକୀୟ
ରାଜନୈତିକ ଚର୍ଚ୍ଚା ଏବଂ ଗଣମାଧ୍ୟମର ହଲଚଲ ଭିତରେ ଏକ ବଡ଼ ସତ୍ୟ ବହୁ ଲୋକଙ୍କ ନଜରରୁ ଆଢ଼ୁଆଳରେ ରହିଯାଇଛି। ସମସ୍ତେ ମନ୍ତ୍ରୀମଣ୍ଡଳ ଅଦଳବଦଳକୁ ନେଇ କଳ୍ପନାଜଳ୍ପନା କରୁଛନ୍ତି ସତ, କିନ୍ତୁ ଅସଲ ଗଣିତ ହେଉଛି— କେନ୍ଦ୍ର ଓ ରାଜ୍ୟ ଦୁଇଟିଯାକ ସରକାରରେ ବର୍ତ୍ତମାନ ଏକାଧିକ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀ ପଦବୀ ଖାଲି…
Read Moreଜୁଏଲ ଓରାମଙ୍କ ମହାନଗର ନିଗମ ପ୍ରତିନିଧି “ପ୍ରକାଶ” ଗିରଫ :‘ଟାର୍ଗେଟ କିଲିଂ’ ର ଅଭିଯୋଗ !
ରାଉରକେଲା ସହରରେ ବହୁ ଚର୍ଚ୍ଚିତ ପାନପୋଷ ସର୍କିଟ ହାଉସ୍ରୁ ବନ୍ଧୁକ ଜବତ ଓ ଅପରାଧୀ ଗିରଫ ଘଟଣାର ମାଷ୍ଟର ମାଇଣ୍ଡ ପଳାତକ ପ୍ରକାଶ ପାଶ୍ୱାନକୁ ପୁଲିସ ଓଡ଼ିଶାକୁ ଆଣିଛି। ପାନପୋଷ ସର୍କିଟ ହାଉସ୍ରୁ ୪ଟି ବନ୍ଧୁକ ଓ ୯ ରାଉଣ୍ଡ ଗୁଳି ଜବତ ହେବା ସହରର କୁଖ୍ୟାତ ଅପରାଧୀମାନଙ୍କୁ ସଂଗଠିତ କରି ଅପରାଧ ଘଟାଇବା…
Read MoreMMDR ଆଇନ୍-୨୦୨୬ ରଦ୍ଦ ଦାବିରେ ବିକ୍ଷୋଭ: ବାରିପଦା
ମାନ୍ୟବର ସୁପ୍ରିମକୋର୍ଟଙ୍କ ୯ ଜଣିଆ ଡିଭିଜନ ବେଞ୍ଚଙ୍କ ଜୁଲାଇ ୨୦୨୪ ନିର୍ଦେଶ ଅନୁସାରେ ଓଡ଼ିଶାକୁ ପିଛିଲା ଖଣିଜ ଟିକସ ରୁ ଅନ୍ୟୁନ ୧ ଲକ୍ଷ ୧୦ ହଜାର କୋଟି ଟଙ୍କା ଓ ଆଗକୁ ମିଳିବାକୁ ଥିବା ବାର୍ଷିକ ଅନ୍ୟୁନ ୧୨ ହଜାର କୋଟି ଟଙ୍କାର ଟିକସ ନିର୍ଦେଶକୁ ଅକାମୀ କରି ଲୁଟ୍ କରିବା ପାଇଁ ଏ କଳା ଆଇନ୍ ର ବ୍ୟବସ୍ଥା…
Read Moreବନ୍ଦେ ମାତରମ୍କୁ ନେଇ କଂଗ୍ରେସର ଆଚରଣ ବିରୋଧରେ ବିଜେପି ଯୁବ ମୋର୍ଚ୍ଚାର ପ୍ରତିକାତ୍ମକ ବିକ୍ଷୋଭ ||
ବ୍ରହ୍ମପୁର (ତୋଫାନ ଗୌଡ଼) : ପବିତ୍ର ୮୦ତମ’ ସ୍ୱାଧୀନତା ଦିବସ ଅବସରରେ କଂଗ୍ରେସ ଦଳ ରାଷ୍ଟ୍ରୀୟ ସଙ୍ଗୀତ ବନ୍ଦେ ମାତରମ୍ କୁ ଅପମାନ କରିଛି । ଏହି ପ୍ରସଙ୍ଗକୁ ନିନ୍ଦାକରି ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଆଜି ବ୍ରହ୍ମପୁର ପୁରୁଣା ବସଷ୍ଟାଣ୍ଡ ଠାରେ ପ୍ରତିକାତ୍ମକ “ବିକ୍ଷୋଭ ପ୍ରଦର୍ଶନ”…
Read More