ଗଞ୍ଜାମର ୯ ଲକ୍ଷରୁ ଉର୍ଦ୍ଧ୍ୱ ମହିଳା ହିତାଦିକାରୀଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ଟଙ୍କା: ସୁଭଦ୍ରା
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ମହିଳା ସଶକ୍ତିକରଣର ଏକ ନୂଆ ଅଧ୍ୟାୟ ଯୋଡ଼ିଛି ସୁଭଦ୍ରା ଯୋଜନା। ଓଡ଼ିଶା ସରକାର ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ୧ କୋଟିରୁ ଉର୍ଦ୍ଧ୍ୱ ମହିଳାଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ କରିଛନ୍ତି । ପ୍ରତ୍ୟେକ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏଁ…
Read More