ହାତ ଧରିଲେ, ମୟୁରଭଞ୍ଜର ପୂର୍ବତନ ସାଂସଦ ରାମଚନ୍ଦ୍ର ହାଁସଦା: କଂଗ୍ରେସ ଭବନ
ମୟୁରଭଞ୍ଜର ପୂର୍ବତନ ସାଂସଦ ରାମଚନ୍ଦ୍ର ହାଁସଦା ସୋମବାର କଂଗ୍ରେସରେ ସାମିଲ ହୋଇଛନ୍ତି । ତାଙ୍କ ସମର୍ଥକ ସହ ବିଧିବଦ୍ଧ ଭାବରେ କଂଗ୍ରେସ ଯୋଗ ଦେଇଛନ୍ତି ରାମଚନ୍ଦ୍ର ହାଁସଦା ।କଂଗ୍ରେସ ରାଜ୍ୟ ପ୍ରଭାରୀ ଲାଲଜି ଦେଶାଇ ଏବଂ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ କଂଗ୍ରେସ ଦଳରେ ସେ ଯୋଗ ଦେଇଛନ୍ତି ।…
Read MoreMMDR ଆଇନ୍-୨୦୨୬ ରଦ୍ଦ ଦାବିରେ ବିକ୍ଷୋଭ: ବାରିପଦା
ମାନ୍ୟବର ସୁପ୍ରିମକୋର୍ଟଙ୍କ ୯ ଜଣିଆ ଡିଭିଜନ ବେଞ୍ଚଙ୍କ ଜୁଲାଇ ୨୦୨୪ ନିର୍ଦେଶ ଅନୁସାରେ ଓଡ଼ିଶାକୁ ପିଛିଲା ଖଣିଜ ଟିକସ ରୁ ଅନ୍ୟୁନ ୧ ଲକ୍ଷ ୧୦ ହଜାର କୋଟି ଟଙ୍କା ଓ ଆଗକୁ ମିଳିବାକୁ ଥିବା ବାର୍ଷିକ ଅନ୍ୟୁନ ୧୨ ହଜାର କୋଟି ଟଙ୍କାର ଟିକସ ନିର୍ଦେଶକୁ ଅକାମୀ କରି ଲୁଟ୍ କରିବା ପାଇଁ ଏ କଳା ଆଇନ୍ ର ବ୍ୟବସ୍ଥା…
Read More