ଗୁରୁ ଦିବସ ସମାରୋହ: ଆଗାମୀ ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ ||
କଟକ ସେକେଣ୍ଡାରୀ ବୋର୍ଡ ହାଇସ୍କୁଲରେ ଗୁରୁ ଦିବସ ସମାରୋହରେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋସିଆଲ ମିଡିଆରେ ଅଧିକ ସମୟ ନଷ୍ଟ ନକରି ଅପପ୍ରଚାରରୁ ଦୂରେଇ ଏକମନ ଓ ଏକପ୍ରାଣ ହୋଇ ପାଠପଢ଼ା ଓ କ୍ୟାରିୟର ଗଠନ ଉପରେ ଗୁରୁତ୍ୱ ଦେବାକୁ ସେ ପିଲାମାନଙ୍କୁ…
Read Moreସରକାର ଜାରି କଲେ ନୂଆ ଗାଇଡ୍ ଲାଇନ୍, ଛାତ୍ରଛାତ୍ରୀଙ୍କୁ ମିଳିବ ତୁରନ୍ତ ସହାୟତା: ମୁଖ୍ୟମନ୍ତୀ
ଛାତ୍ରଛାତ୍ରୀଙ୍କ ଦୁର୍ଘଟଣାଜନିତ ମୃତ୍ୟୁ କିମ୍ବା ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ଆର୍ଥିକ ସହାୟତା ପ୍ରଦାନ ନେଇ ଓଡ଼ିଶା ସରକାର ନୂଆ ଗାଇଡ୍ଲାଇନ୍ ଜାରି କରିଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସେପ୍ଟେମ୍ବର ୩, ୨୦୨୬ରେ Ex-Gratia ଅନୁଦାନ ପ୍ରଦାନ ନେଇ ଏହି ନୂଆ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଏହା…
Read MoreJRC କାଉନସେଲରମାନଙ୍କ ଏକ ଦିବସୀୟ ଜିଲ୍ଲା ସ୍ତରୀୟ ବୈଠକ,ସଂଯୋଜକ ମାନଙ୍କୁ ପରିଚୟ ପତ୍ର ବଣ୍ଟନ : ବାରିପଦା
ଇଣ୍ଡିଆନ ରେଡ କ୍ରସ ସୋସାଇଟି,ଓଡିଶା ଶାଖା ମୟୁରଭଞ୍ଜ ଜିଲ୍ଲା ପକ୍ଷରୁ ଏକ ଦିବସୀୟ ଜୁନିୟର ରେଡ୍ କ୍ରସ୍ କାଉନସେଲରମାନଙ୍କୁ ନେଇ ଏକ ବୈଠକ ସହିଦ ସ୍ମୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛିI ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ସେଠୀଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…
Read Moreଚାକିରିର ଶେଷ ଦିନରେ ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀଙ୍କୁ ପେନସନ୍ ପ୍ରଦାନ : ବାରିପଦା
ଅବସର ଦିନରୁ ହିଁ ପେନସନ୍ ପ୍ରଦାନ କରି ଅବସରପ୍ରାପ୍ତ ଶିକ୍ଷକ ଓ କର୍ମଚାରୀଙ୍କ ପ୍ରତି ସମ୍ମାନ ଓ ସମ୍ବେଦନଶୀଳ ପ୍ରଶାସନର ଏକ ଉଦାହରଣ ସୃଷ୍ଟି କରିଛି ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ବିଭାଗ। ଆଜି ୩୧ ଅଗଷ୍ଟ ୨୦୨୬, ଚାକିରିର ଶେଷ ଦିନରେ ଜିଲ୍ଲା ଶିକ୍ଷା ଅଧିକାରୀ, ମୟୂରଭଞ୍ଜଙ୍କ କାର୍ଯ୍ୟାଳୟରେ ଅବସରଗ୍ରହଣ…
Read Moreଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ରୀ ଶିଖା ମାଝୀ,ସହାୟତାର ହାତ ବଢ଼ାଇଲା ଖେଲୱାଲ ଜୁମିଦ ସଂଗଠନ ||
ମୟୂରଭଞ୍ଜ ଜିଲ୍ଲା ବିଶୋଇ ବ୍ଲକର ଆଦିବାସୀ ଝିଅ ଶିଖା ମାଝୀ ସେ କଠିନ ପରିଶ୍ରମ ବଳରେ ସେ ନିଟ୍ (NEET) ପରୀକ୍ଷାରେ କୃତିତ୍ୱ ହାସଲ କରି ଡାକ୍ତରୀ ପଢ଼ିବାକୁ ଯୋଗ୍ୟତା ଅର୍ଜନ କରି ପାରିଛନ୍ତି। ତାଙ୍କର ଏହି ସ୍ୱପ୍ନକୁ ସାକାର କରିବା ପାଇଁ ଖେରୱାଳ ଜୁମିଦ’ ସଂଗଠନ ପକ୍ଷରୁ ୧ ଲକ୍ଷ ଟଙ୍କାର ଆର୍ଥିକ ସହାୟତା…
Read Moreପ୍ରିୟ ଶିକ୍ଷକଙ୍କ ବଦଳିକୁ ବିରୋଧ କରି ଛାତ୍ରଛାତ୍ରୀଙ୍କ ଧାରଣା : ମୋରଡା
ନିଜର ପ୍ରିୟ ଶିକ୍ଷକଙ୍କ ବଦଳିକୁ ସହଜରେ ଗ୍ରହଣ କରିପାରିଲେ ନାହିଁ ଛାତ୍ରଛାତ୍ରୀ। ଶିକ୍ଷକଙ୍କୁ ଛାଡ଼ିବାକୁ ନାରାଜ ହୋଇ କାନ୍ଦି କାନ୍ଦି ବିଦ୍ୟାଳୟ ପରିସରକୁ ଭାବବିହ୍ୱଳ କରିଦେଇଥିଲେ ଛାତ୍ରଛାତ୍ରୀ। ଏପରିକି ଜଣେ ଛାତ୍ରୀ କାନ୍ଦି କାନ୍ଦି ଅସୁସ୍ଥ ହୋଇ ଚେତାଶୂନ୍ୟ ହୋଇପଡ଼ିଥିବା ଜଣାପଡ଼ିଛି। ଏଭଳି…
Read Moreବିକାଶ ଉଇସଡମ୍ ପାର୍କରେ ‘ଭିକନ୍ ଆଇକ୍ୟୁ-୨୦୨୬’: ପ୍ରଦର୍ଶିତ ହେଲା ୧୦୦ରୁ ଊର୍ଦ୍ଧ୍ୱ ବିଜ୍ଞାନ ପ୍ରକଳ୍ପ ||
ଭବାନୀପାଟଣାସ୍ଥିତ ବିକାଶ ଶିକ୍ଷାନୁଷ୍ଠାନରେ ବାର୍ଷିକ ବିଜ୍ଞାନ ମେଳା ‘ଭିକନ୍ ଆଇକ୍ୟୁ-୨୦୨୬’ ଶନିବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରଛାତ୍ରୀଙ୍କ ବୈଜ୍ଞାନିକ ଚିନ୍ତାଧାରା, ସୃଜନଶୀଳତା ଓ ନୂତନ ପରିକଳ୍ପନାକୁ ପ୍ରୋତ୍ସାହନ ଦେବା ଏହି ମେଳାର ମୁଖ୍ୟ ଉଦ୍ଦେଶ୍ୟ ଥିଲା।ଜୟଦୁର୍ଗା ଉଚ୍ଚ ବିଦ୍ୟାଳୟ,…
Read Moreକଲେଜ ହଷ୍ଟେଲ ଥାଳିରେ ମିଳିବନି ପୁରୀ-ବରା ଆଳୁଚପ : ଉଚ୍ଚଶିକ୍ଷା ବିଭାଗ, ଓଡିଶା ||
କଲେଜ ହଷ୍ଟେଲ ମେନୁରେ ବଡ଼ ପରିବର୍ତ୍ତନ। ଥାଳିରେ ଆଉ ମିଳିବନି ପୁରୀ-ବରା ଆଳୁଚପ। ପ୍ରଧାନମନ୍ତ୍ରୀଙ୍କ ଅପିଲ ପରେ ସଜାଗ ହୋଇଛି ଉଚ୍ଚଶିକ୍ଷା ବିଭାଗ। ରନ୍ଧନ ତେଲର ବ୍ୟବହାର କମାଇବାକୁ କଲେଜ କ୍ୟାଣ୍ଟିନ୍ ଓ ହଷ୍ଟେଲଗୁଡ଼ିକୁ ପରାମର୍ଶ ଦେଇଛି ଉଚ୍ଚ ଶିକ୍ଷା ବିଭାଗ। ଏନେଇ ରାଜ୍ୟର ସମସ୍ତ ସରକାରୀ ଓ…
Read Moreଭାରପ୍ରାପ୍ତ ଅଧ୍ୟକ୍ଷ ଡ. ବସନ୍ତ କୁମାର ନାୟକ ଗିରଫ: ୭୩.୪୪ ଲକ୍ଷ ଟଙ୍କାର ହରିଲୁଟ୍ ମାମଲା !
ସମ୍ବଲପୁର ଜିଲ୍ଲା ରେଙ୍ଗାଲି ବ୍ଲକ ଅନ୍ତର୍ଗତ ଲାଇଡାସ୍ଥିତ ଦୂତିକା ସାହୁ କଲେଜର ପ୍ରାକ୍ତନ ଭାରପ୍ରାପ୍ତ ଅଧ୍ୟକ୍ଷ (ଏବଂ ବର୍ତ୍ତମାନର ରାଜନୀତି ବିଜ୍ଞାନ ଅଧ୍ୟାପକ) ଡ. ବସନ୍ତ କୁମାର ନାୟକଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରି କୋର୍ଟଚାଲାଣ କରିଛି। ସରକାରୀ ଅନୁଦାନର ପ୍ରାୟ ୭୩.୪୪ ଲକ୍ଷ (୭୩,୪୪,୯୫୦) ଟଙ୍କା…
Read Moreବେଆଇନ ଭାବେ ଚାଲୁଥିବା ସ୍କୁଲ ବସ୍ ଉପରେ ଚଢ଼ାଉ : ରାଜ୍ୟ ବ୍ୟାପି ଅଭିଯାନ ?
କଟକ ପରିବହନ ବିଭାଗ ଅଧିକାରୀ ବିଶ୍ୱଜିତ ଦାସଙ୍କ ନେତୃତ୍ୱରେ ଟ୍ରାଫିକ ଇନ୍ସପେକ୍ଟର ରଞ୍ଜନ କୁମାର ଡୋରା ଓ ଅନ୍ୟ ଅଧିକାରୀମାନେ ଚଢ଼ାଉ କରି ୩ଟି ବସ୍କୁ ଜବତ କରିଛନ୍ତି। ଯାଞ୍ଚ ବେଳେ ୨ଟି ବସ୍ର କୌଣସି କାଗଜପତ୍ର ନଥିବା ବେଳେ ଅନ୍ୟ ଗୋଟିଏ ବସ୍ର ଫିଟନେସ୍ ନଥିବା ଜଣାପଡ଼ିଥିଲା। ଜବତ ହୋଇଥିବା ବସ୍…
Read More