ରାଇରଙ୍ଗପୁର ମହତାବ ଭବନ ପରୀସରରେ ପାଳିତ ହୋଇଗଲା “ପବିତ୍ର ଗୁରୁ ପୂଜନ” ||
ରାଇରଙ୍ଗପୁର ହରେକୃଷ୍ଣ ମହତାବ ଭବନ ପରିସରରେ ଗୁରୁ ଦିବସ ଅବସରରେ ରାଇରଙ୍ଗପୁର ଜିଲ୍ଲା ସାମ୍ବାଦିକ ୟୂନିଅନ ଏ ଶିକ୍ଷକ ୟୁନିଅନର ମିଳିତ ପ୍ରୟାସରେ ” ଗୁରୁ ପୂଜନ” ଉତ୍ସବ ମହାସମାରୋହରେ ପାଳନ କରାଯାଇଛି ।ଏହି ଦିବସ ଅବସରରେ ପ୍ରାରମ୍ଭରେ ସ୍କୁଲ କଲେଜ ସ୍ତରୀୟ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ…
Read More