NDAରେ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ ! କେନ୍ଦ୍ର ମନ୍ତ୍ରୀ ମଣ୍ଡଳରେ ହଲଚଲ
NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା ନିଜର ସହଯୋଗୀ ଏବଂ ହିନ୍ଦୁସ୍ତାନ ଆୱାମୀ ମୋର୍ଚ୍ଚା (HAM) ର ଅଧ୍ୟକ୍ଷ ଜୀତନରାମ ମାଂଝୀଙ୍କୁ ଇସ୍ତଫା ଦେବାକୁ କହିଛନ୍ତି। ଶନିବାର…
Read More