ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ସଞ୍ଜୟ କୁମାର ବିଶ୍ୱାଳଙ୍କ ଦାୟିତ୍ୱ ଗ୍ରହଣ ||
ଭାରତୀୟ ପ୍ରଶାସନିକ ସେବା (IAS) ଅଧିକାରୀ ଶ୍ରୀ ସଞ୍ଜୟ କୁମାର ବିଶ୍ୱାଳ ଆଜି ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲୋକସମ୍ପର୍କ ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ୱାଗତ କାର୍ଯ୍ୟକ୍ରମରେ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ଅଶୋକ କୁମାର…
Read More