ଦେଶ ପାଇଁ ଚୀନରେ ଖେଳିବେ, ମୟୂରଭଞ୍ଜ ଗୌରବ “ସନ୍ଧ୍ୟାରାଣୀ”
ବାରିପଦା ବ୍ଲକ ଅନ୍ତର୍ଗତ ରାଧିକାଶୋଳ ଗ୍ରାମର ଅତି ସାଧାରଣ ଚାଷୀ ପରିବାରର ଝିଅ ସନ୍ଧ୍ୟାରାଣୀ ଟୁଡୁ ନିଜର ଦୃଢ ଇଛାଶକ୍ତି ଓ କଠିନ ପରିଶ୍ରମ ବଳରେ ଚୀନ ଠାରେ ଅନୁଷ୍ଠିତ ହେବାକୁ ଥିବା ଏସୀୟ ରଗବି ସେଭେନ୍ସ ସିରିଜରେ ଭାରତୀୟ ବରିଷ୍ଠ ମହିଳା ଦଳରେ ସ୍ଥାନ ପାଇବାର ସୌଭାଗ୍ୟ ଅର୍ଜନ କରିଛନ୍ତି I ରଗବି (Rugby)…
Read More୨୪ଜଣ ଚାଳକ ଦଳ ସଦସ୍ୟଙ୍କ ଜୀବନ ସଙ୍କଟରେ ? ପାରାଦୀପ ରୁ ଚାଇନା ଯାଉଥିବା ମାଲବାହୀ ଜାହାଜ ନିଖୋଜ !!
ପାରାଦୀପ ବନ୍ଦରରୁ ଲୁହାପଥର ନେଇ ଚୀନ ଯାଉଥିବା ଏକ ମାଲବାହୀ ଜାହାଜ ଓଡ଼ିଶା ଉପକୂଳଠାରୁ ପ୍ରାୟ ୨୦୦ ନଟିକାଲ୍ ମାଇଲ୍ ଦୂରରେ ଯୋଗାଯୋଗ ବିଚ୍ଛିନ୍ନ ହେବା ପରେ ନିଖୋଜ ହୋଇଥିବା ଜଣାପଡ଼ିଛି। ପ୍ରାଥମିକ ସୂଚନା ଅନୁସାରେ, ଜାହାଜରେ ମୋଟ ୨୪ ଜଣ ସଦସ୍ୟ ଥିଲେ। ସେମାନଙ୍କ ମଧ୍ୟରେ ୨୦ ଜଣ ଚୀନ୍ ନାଗରିକ, ଜଣେ…
Read More