ଫାଇନାନ୍ସ କମ୍ପାନୀ ଖୋଲି, ଗ୍ରହକଙ୍କୁ ନାଟକ ଦେଖାଉଥିବା ଠକ ଗିରଫ: ଝାରସୁଗୁଡ଼ା
ଫାଇନାନ୍ସ କମ୍ପାନୀ ଖୋଲି ବ୍ୟବସାୟୀଙ୍କଠାରୁ ଟଙ୍କା ଆଦାୟ କରିବା ପରେ ତାହା ଲୁଟ୍ ହୋଇଯାଇଥିବାର ମିଛ ନାଟକ କରିଥିବା ଏକ ଗୋଷ୍ଠୀର ପର୍ଦ୍ଦାଫାସ କରିଛି ଝାରସୁଗୁଡ଼ା ପୋଲିସ। ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୪ ଜଣଙ୍କୁ ଗିରଫ କରାଯାଇଥିବାବେଳେ ମାଟି ତଳେ ପୋତା ଯାଇଥିବା ୪ ଲକ୍ଷ ୮୯ ହଜାର ଟଙ୍କା ଜବତ…
Read More