ପୂର୍ବତନ ବିଧାୟକ ତଥା ପ୍ରଥମ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀଙ୍କ ପରଲୋକ: ଲାଞ୍ଜିଗଡ଼ ବ୍ଲକ
କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତର ଦାନେରଗୁଡ଼ା ଗ୍ରାମର ବାସିନ୍ଦା, ପୂର୍ବତନ ଲାଞ୍ଜିଗଡ଼ ବିଧାୟକ ତଥା କଳାହାଣ୍ଡି ଜିଲ୍ଲାର ପ୍ରଥମ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶିବାଜୀ ମାଝୀଙ୍କ ପରଲୋକ ଘଟିଛି। ତାଙ୍କ ବିୟୋଗରେ ସମଗ୍ର ଲାଞ୍ଜିଗଡ଼ ସମେତ କଳାହାଣ୍ଡି ଜିଲ୍ଲାରେ…
Read More