Cold Drinks ରେ ମଦ ମିଶାଇ ମହିଳାଙ୍କୁ ଗଣଦୁଷ୍କର୍ମ : ସୁକିନ୍ଦା
ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଇଲାକାର ଜଣେ ମହିଳାଙ୍କୁ ଗଣ ଦୁଷ୍କର୍ମ ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ମହିଳାଙ୍କ ଅସହାୟତା ସୁଯୋଗରେ ଜଣେ ପୂର୍ବ ପରିଚିତ ସହକର୍ମୀ ଓ ତା’ ସହଯୋଗୀ ଯୋଜନାବଦ୍ଧ ଭାବେ ବଡ଼ଚଣା ଥାନା ଚଣ୍ଡିଖୋଲ-ମହାବିନାୟକ ରାସ୍ତା କଡ଼ରେ ଥିବା ଏକ ପରିତ୍ୟକ୍ତ ଡାକ ବଙ୍ଗଳାରେ, ଏହି…
Read More