କାଠଗଡ଼ାରେ DGP ଚୟନ, ଆଜି ବି ହୋଇପାରିଲାନି ସୁପ୍ରିମକୋର୍ଟରେ ଶୁଣାଣି !
ଓଡ଼ିଶା ପୁଲିସ ଡିଜି ନିଯୁକ୍ତିକୁ ନେଇ ଆଇନଗତ ଲଢ଼େଇ ଏବେ ଆହୁରି ଲମ୍ବା ହୋଇଛି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ସୂର୍ୟ୍ୟ କାନ୍ତଙ୍କ ନେତୃତ୍ୱାଧୀନ ବେଞ୍ଚରେ ଏହି ମାମଲାର ଶୁଣାଣି ହେବାକୁ ଥିଲା। କିନ୍ତୁ ପିଟିସନର୍ ପକ୍ଷରୁ ରିଜଏଣ୍ଡର୍ ଦାଖଲ ହୋଇଥିବାରୁ କୋର୍ଟ ଏହାକୁ ଅଧ୍ୟୟନ କରିବା ପାଇଁ…
Read More