ବାରିପଦାରେ ଓରମାସ୍ ରାଖି ଷ୍ଟଲ୍ ଉଦ୍ଘାଟିତ: ମହିଳା କାରିଗରଙ୍କ ଆୟ ଓ ଆତ୍ମନିର୍ଭରତା ବୃଦ୍ଧି ଉପରେ ଗୁରୁତ୍ୱ ||
ବାରିପଦାସ୍ଥିତ ବୟନିକା ବିକ୍ରୟ ଷ୍ଟୋର ‘ମୟୂର ଶିଳ୍ପ’ ପରିସରରେ ଆଜି ‘ରାଖି ଷ୍ଟଲ୍–୨୦୨୬’ ଉଦ୍ଘାଟିତ ହୋଇଛି। ଅତିରିକ୍ତ ଜିଲ୍ଲାପାଳ ମୟୂରଭଞ୍ଜ ଦୁଃଖବନ୍ଧୁ ନାୟକ ଏହି ଷ୍ଟଲ୍ର ଉଦ୍ଘାଟନ କରିଥିଲେ । ମୟୂରଭଞ୍ଜର ସ୍ଥାନୀୟ କାରିଗରମାନଙ୍କ ହସ୍ତନିର୍ମିତ ଓ ପରିବେଶ ଅନୁକୂଳ ରାଖିକୁ ବ୍ୟାପକ ବଜାର ସୁଯୋଗ…
Read More