ବଡଡାଳିମା ସେଣ୍ଟ ଜାଭିୟର ସ୍କୁଲରେ ଦେଶାତ୍ମକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ||
ତିରିଙ୍ଗ ୧୬/୮( KMP ) :- ୮୦ ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ତିରିଙ୍ଗ ବ୍ଲକ ଅନ୍ତର୍ଗତ ବଡଡାଳିମା ଠାରେ ଥିବା ସେଣ୍ଟ ଜାଭିୟର ସ୍କୁଲରେ ଦେଶାତ୍ମକ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ମା ଚାରିଟେବୁଲ ଟ୍ରଷ୍ଟର ଅଧ୍ୟକ୍ଷ ଡ଼ମ୍ବରୁଦ୍ଧର ସାମନ୍ତରାୟ ସ୍ୱାଧୀନତା ଦିବସର ପତାକା ଉତ୍ତୋଳନ କରି…
Read More