ହୋ ଭାଷାର ଓରାଂଚିତି ଲିପି କୁ ଅଷ୍ଟମ ଅନୁସୂଚୀ ରେ ସାମିଲ କରିବା ନେଇ ତିରିଂ- ରାଇରଙ୍ଗପୁର ରୁ ଭୂବନେଶ୍ବର କୁ ପଦଯାତ୍ରା ||
ରାଇରଙ୍ଗପୁର :- ମୟୂରଭଞ୍ଜ ଜିଲ୍ଲା ଝାଡ଼ଖଣ୍ଡ ସିମାନ୍ତ ତିରିଂ ଠାରେ ତିରିଂ ରୁ ଭୂବନେଶ୍ବର ପଦ ଯାତ୍ରା କାର୍ଯ୍ୟକ୍ରମ କୁ ୧୬୵୮୵ ୨୦୨୬ ରେ ଶୁଭାରମ୍ଭ କରାଯାଇଥିଲା । ଆଦିବାସୀ ହୋ ଭାଷା ଆନ୍ଦୋଳନ କାରୀ ସଂଗ୍ରାମୀ ମାନଙ୍କୁ ତିରିଂ ବ୍ଲକ ଅଧ୍ୟକ୍ଷ ପରମେଶ୍ବର ସାମାଡ, ସମିତି ସଭ୍ଯା ଜେମାମଣି ସୁଣ୍ଡି, ଜିଲ୍ଲା…
Read More