ମୟୂରଭଞ୍ଜ: ଲଗାଣ ବର୍ଷା ଯୋଗୁଁ ଆସନ୍ତାକାଲି ୧୭ ଅଗଷ୍ଟ ୨୦୨୬ (ସୋମବାର) ସମସ୍ତ ସ୍କୁଲ୍ ବନ୍ଦ ||
ମୟୂରଭଞ୍ଜ (ନି ପ୍ର): ଆଜି ସକାଳୁ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ବର୍ଷା ଏବେ ମଧ୍ୟ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଏବଂ ମୟୂରଭଞ୍ଜ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତାକାଲି, ୧୭ ଅଗଷ୍ଟ ୨୦୨୬ (ସୋମବାର) ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ସହାୟତାପ୍ରାପ୍ତ…
Read More